ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର() ରାଜ୍ୟ ଏବେ ଦୁଇ ଦିନ ଶୁଖିଲା ପାଗ ଥିବା ବେଳେ ସେପ୍ଟେମ୍ବର ୧ରୁ ୩ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେପ୍ଟେମ୍ବର ୧ରେ ୪ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୪ଜିଲ୍ଲାଗୁଡ଼ିକ ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର । ଏହି…