Odia News Portal
Monthly Archives

August 2020

ଆଜି ଆପଣଙ୍କ ରାଶି କଣ କହୁଛି ଆସନ୍ତୁ ଜାଣିବା

ମେଷ ବାଧକାଧିପ କର୍ମସ୍ଥ ଯୋଗୁ କର୍ମକ୍ଷେତ୍ରରେ ସମସ୍ୟା ଅବଶ୍ୟ ଲାଗି ରହିବ, କିନ୍ତୁ କିଛି ଅସୁବିଧା ହେବନାହିଁ । ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ । ଆର୍ଥିକ ସଂକଟ ଥିଲେ ମଧ୍ୟ ନୂତନ ଯୋଜନା ଆରମ୍ଭ କରିବା ସକାଶେ ମନ ବଳାଇବେ । ସମସ୍ୟା ହେତୁ…

ଆଜି ପୁଣି ସୁସ୍ଥ ହେଲେ ୧୫୪୩ କରୋନା ଆକ୍ରାନ୍ତ 

ଭୁବନେଶ୍ଵର : ଆଶ୍ବସ୍ତିକର ଖବର ଦେଲା ସ୍ବାସ୍ଥ୍ୟ ବିଭାଗ। ରାଜ୍ୟରେ ଆଜି  ଆଉ ୧୫୪୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବାର ସୂଚନା ଦେଇଛି ସ୍ବାସ୍ଥ୍ୟ ବଭାଗ।  ଦିନକୁ ଦିନ ଯେତେ ପରିମାଣର ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି ସେତିକି ପରିମାଣର ସୁସ୍ଥ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ତେବେ ଆଜିର…

ପ୍ରଥମଦିନରେ ସର୍ବାଧିକ ୧୪୫୦ରୁ ଉର୍ଦ୍ଧ୍ବ ୟୁନିଟ୍ ରକ୍ତ ସଂଗ୍ରହ

ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ଓଡ଼ିଶା ମୋ ପରିବାର-ଜୀବନବିନ୍ଦୁ ଆନୁକୁଲ୍ୟରେ ରାଜ୍ୟର ସବୁ ଜିଲ୍ଲା ସଦରମହକୁମାଠାରେ ସପ୍ତାହବ୍ୟାପୀ ରକ୍ତଦାନ ଶିବିର ଅଭିଯାନର ଶୁଭାରମ୍ଭ ହୋଇଛି । ଏହି ରକ୍ତଦାନ ଶିବିର ଅଭିଯାନ ଅଗଷ୍ଟ ୯ ତାରିଖ କ୍ରାନ୍ତି ଦିବସ ଠାରୁ ଆରମ୍ଭ…

ଆଜି ପୁଣି ଭୁବନେଶ୍ୱରରୁ ୧୬୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର : ଆଜି ରାଜଧାନୀ ଭୁବନେଶ୍ୱରରୁ ୧୬୬ କରୋନା ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୯୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୬୮ ଲୋକାଲ୍‌ କେସ୍‌ ଅଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରିଛି। ଏହାଛଡ଼ା ୧୧୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଆଜି ସୁଦ୍ଧା…

ଛାତ୍ରୀଙ୍କୁ ଯୌନ ନିର୍ଯାତନା : ଜେଲ୍‌ ଗଲେ ରସିକିଆ ଟ୍ୟୁସନ ସାର୍‌

କୋରେଇ : ଯାଜପୁର ଜିଲ୍ଲା କୋରେଇ ଥାନା ଅନ୍ତର୍ଗତ ତାରାକୋଟ ଅଞ୍ଚଳର ଜଣେ ଟ୍ୟୁସନ୍‌ ଶିକ୍ଷକ ଦୀର୍ଘଦିନ ହେବ ଜନୈକ ନାବାଳିକା ଛାତ୍ରୀଙ୍କୁ ଯୌନ ନିର୍ଯାତନା ଦେଇ ଆସୁଥିଲେ । ଯାହାକୁ ନେଇ ଶୁକ୍ରବାର ଜିଲ୍ଲା ଶିଶୁ ସୁରକ୍ଷା ବିଭାଗର ଜଣେ ଅଧିକାରିଣୀ କୋରେଇ ଥାନାରେ ଅଭିଯୋଗ କରିଥିଲେ । ପୁଲିସ…

‘କାଳିଆ’ ଟଙ୍କା ଆଦାୟ ସ୍ଥଗିତ

ଭୁବନେଶ୍ୱର : ‘କାଳିଆ’ ଟଙ୍କା ଆଦାୟ ସ୍ଥଗିତ । ଅଯୋଗ୍ୟ ହିତାଧିକାରୀଙ୍କ ଠାରୁ ‘କାଳିଆ’ ଟଙ୍କା ଆଦାୟ ସ୍ଥଗିତ । କାଳିଆ ଟଙ୍କା ଫେରାଇନେବା ଉପରେ କଟକଣା ଲାଗିଲା । କରୋନା ପାଇଁ ଟଙ୍କା ଆଦାୟ ସ୍ଥଗିତ ରଖିଲେ ରାଜ୍ୟ ସରକାର । କୃଷି ଓ ଖାଦ୍ୟ ପ୍ରକ୍ରିୟାକରଣ ନିର୍ଦ୍ଦେଶାଳୟ ପକ୍ଷରୁ ଏନେଇ…

୪ଟି ମାଓ କ୍ୟାମ୍ପ ଠାବ

ବରଗଡ଼ : ଗନ୍ଧମାର୍ଦ୍ଦନ ଜଙ୍ଗଲରେ ପୋଲିସ ଓ ମାଓବାଦୀ ମଧ୍ୟରେ ଗୁଳିବିନିମୟ । ବରଗଡ଼ ପାଇକମାଲ ଥାନା ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ଜଙ୍ଗଲରେ ପୋଲିସ ଏସ୍ଓଜି ଯବାନ ଓ ସପିଆଇ ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଥିବାର ସୂଚନା ରହିଛି  । ତେବେ ଘଟଣାସ୍ଥଳରୁ ୧୧ ଖୋଖା ଏବଂ ଗୋଟିଏ ଜୀବନ୍ତ ଗୁଳି ସହ…

ମୋଦିଙ୍କ ଘୋଷଣା, ଷଷ୍ଠ ପର୍ଯ୍ୟାୟରେ ଚାଷୀଙ୍କ ଆକାଉଣ୍ଟକୁ ଯିବ ୧୭ ହଜାର ୧୦୦ କୋଟି ଟଙ୍କା

କୃଷି ଭିତ୍ତିଭୂମି ପାଣ୍ଠି ଅର୍ଥଯୋଗାଣ ବ୍ୟବସ୍ଥାର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଯୋଜନା ମାଧ୍ୟମରେ ପିଏମ୍‌ କିଷାନ ଯୋଜନାର ଷଷ୍ଠ କିସ୍ତି ପ୍ରଦାନ କରାଯିବ। ଏହା ଦ୍ୱାରା ଦେଶର ୮.୫୫ କୋଟି ଚାଷୀଙ୍କୁ ୧୭ ହଜାର ୧୦୦ କୋଟି ଟଙ୍କା ପ୍ରଦାନ କରାଯିବ । ଏକ ଲକ୍ଷ କୋଟି…

ଆଜି ଆଉ ୧୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର() ଆଜି ରାଜ୍ୟରେ ୧୭୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୭୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି…

ଆଜି ଆଉ ୧୭୩୪ ପଜିଟିଭ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର() ଆଜି ରାଜ୍ୟରେ ୨୯ଟି ଜିଲ୍ଲାରୁ ରେକର୍ଡ ସଂଖ୍ୟାକ ୧୭୩୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୦୭୫ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୬୫୯ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୫ ହଜାର୯୨୭ କୁ ବୃଦ୍ଧି କରିଛି…