Odia News Portal
Monthly Archives

August 2020

ଦୁଇଦିନ ପ୍ରବଳ ବର୍ଷା

ଭୁବନେଶ୍ୱର() ଆସନ୍ତା ୯ ତାରିଖରେ ଉତ୍ତର ବଙ୍ଗୋ‌ପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଏହା ପ୍ରଭାବରେ ୯ ଓ ୧୦ ତାରିଖ ଦିନ ପ୍ରବଳରୁ ଅତି ପ୍ରବଳ ବ‌ର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ଦକ୍ଷିଣ ଓଡ଼ିଶାର ଜିଲ୍ଲାମାନଙ୍କରେ ଅଧିକ ବର୍ଷା ହେବ ବୋଲି ସୂଚନା ମିଳିଛି।…

୩ ଦିନ ସଟଡାଉନ ଘୋଷଣା

ଦିନକୁ ଦିନ କରୋନା ତାର କାୟା ବିସ୍ତାର କରିବାରେ ଲାଗିଛି । ଏହିକ୍ରମେ ଆସନ୍ତାକାଲି ଶନିବାର ସକାଳ ୫ଟାରୁ ୧୦ ତାରିଖ ମଧ୍ୟରାତ୍ର ଯାଏଁ ନବରଙ୍ଗପୁର ଜିଲ୍ଲାକୁ ସଟଡାଉନ ଘୋଷଣା କରାଯାଇଛି । କରୋନା ସଂକ୍ରମଣ ରୋକିବାକୁ ଜିଲ୍ଲାପାଳ ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି । ରାଜ୍ୟରୁ ଆଜି ଆଉ ୧୮୩୩…

ଇଡିରେ ହାଜର ହେଲେ ରିୟା ଚକ୍ରବର୍ତ୍ତୀ

ମୁମ୍ବାଇ()  ଦୀର୍ଘ ଦିନର ଲୁଚକାଳି ପରେ ଅଭିନେତ୍ରୀ ରିୟା ଚକ୍ରବର୍ତ୍ତୀ ପ୍ରବର୍ତ୍ତନ ନିଦେ୍ର୍ଧଶାଳୟ(ଇଡି)ରେ  ହାଜର ହୋଇଛନ୍ତି ।  ମୁମ୍ବାଇ ଅଫିସରେ ରିୟା ହାଜର ହୋଇଥିବାବେଳେ  ସୁଶାନ୍ତ ଓ ତାଙ୍କ ଭିତରେ ହୋଇଥିବା ଆର୍ଥିକ କାରବାର ନେଇ ଇଡି  ତାଙ୍କୁ ଜେରା କରିବାର ସମ୍ଭାବନା ରହିଛି । …

ନୂଆ ଶିକ୍ଷା ନୀତି ନୂଆ ଭାରତର ଆଧାରଶୀଳ ହେବ

ନୂଆଦିଲ୍ଲୀ() ନୂଆ ଶିକ୍ଷାନୀତିକୁ ନେଇ ମତ ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦୀର୍ଘଦିନ ଧରି ନୂଆ ଶିକ୍ଷାନୀତିର ଅପେକ୍ଷା ଥିଲା । ସେ କହିଛନ୍ତି ନୂଆ ଶିକ୍ଷା ନୀତି ନୂଆ ଭାରତର ଆଧାରଶୀଳ ହେବ । ଗତ ୩୪ବର୍ଷ ପରେ ଦେଶରେ ଶିକ୍ଷାନୀତି ବଦଳିଛି । ବହୁ ବିଚାରବିମର୍ଶ ପରେ ଏହି…

ଆଜି ସର୍ବାଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର() ରାଜ୍ୟରେ ଆଜି ୧୮୩୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସର୍ବାଧିକ ୧୨ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଓ ଗଞ୍ଜାମ ଜିଲ୍ଲାରୁ ୩ଜଣ ଲେଖାଏଁ , ଢ଼େଙ୍କାନାଳ, ଗଜପତି, ମୟୁରଭଞ୍ଜରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେହିପରି…

ଆଜି ରେକର୍ଡ ସଂଖ୍ୟାକ ୧୮୩୩ କରୋନା ପଜିଟିଭ, ଗଞ୍ଜାମକୁ କାଟିଲା ଖୋର୍ଦ୍ଧା

ଭୁବନେଶ୍ୱର() ଆଜି ରାଜ୍ୟରେ ୨୯ଟି ଜିଲ୍ଲାରୁ ରେକର୍ଡ ସଂଖ୍ୟାକ ୧୮୩୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୧୧୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୭୧୫ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୨ ହଜାର ୫୫୦କୁ ବୃଦ୍ଧି କରିଛି…

ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର() ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ନୂଆ ଦାୟିତ୍ୱ ପାଇଁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି ଓଡ଼ିଶା ଜନ୍ମିତ ଗିରୀଶ ଚନ୍ଦ୍ର ବର୍ତ୍ତମାନ ଦେଶର ନୂଆ ସିଏଜି । ଉଲ୍ଲେଖଯୋଗ୍ୟ ଯେ ଗତକାଲି ନୂଆ ସିଏଜି ଭାବେ ନିଯୁକ୍ତି ହୋଇଛନ୍ତି ଓଡ଼ିଆ ଆଇଏଏସ ଅଫିସର…

୨୪ ଘଣ୍ଟାରେ ଦେଶରେ ୬୨ ହଜାର ୫୩୬ ନୂଆ ସଂକ୍ରମିତ ଚିହ୍ନଟ : ୨୦ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା|

ଆଜି ଦେଶରେ ସମସ୍ତ ରେକର୍ଡ ଭାଙ୍ଗିଲା କରୋନା ସଂକ୍ରମଣ ସଂଖ୍ୟା । ଗତ ୨୪ ଘଣ୍ଟାରେ ଦେଶରେ ୬୨ ହଜାର ୫୩୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ଲକ୍ଷ ୨୭ ହଜାର ୭୪କୁ ବୃଦ୍ଧି ପାଇଛି । ଗତ କିଛି ଦିନ ହେଲା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା କମ ହୋଇଥିବା ବେଳେ…

ଦାନା ବାନ୍ଧୁଛି ଲଘୁଚାପ : ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ଵର : ଉତ୍ତର ବଙ୍ଗୋ‌ପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ୯ ଓ ୧୦ ତାରିଖ ଦିନ ପ୍ରବଳରୁ ଅତି ପ୍ରବଳ ବ‌ର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବନୁମାନ କରିଛି। ଏହାର ପ୍ରଭାବରେ ବିଶେଷକରି ଦକ୍ଷିଣ ଓଡ଼ିଶାର ଜିଲ୍ଲାମାନଙ୍କରେ ଅଧିକ ବର୍ଷା ହେବାର…

ଓଡ଼ିଶାର ଏହି ୨ ଗାଁକୁ ମିଳିଲା ଅନ୍ତର୍ଜାତୀୟ ସମ୍ମାନ

ଭୁବନେଶ୍ଵର : ଓଡ଼ିଶାର ୨ଟି ଗାଁକୁ ସୁନାମୀ ପ୍ରସ୍ତୁତି ନେଇ ଅନ୍ତର୍ଜାତୀୟ ସମ୍ମାନ। ଓଡ଼ିଶାକୁ ସମ୍ମାନ ନେଇ UNESCO-IOC ପକ୍ଷରୁ ସୂଚନା ଦିଆଯାଇଛି। ଦେଶର ପ୍ରଥମ ରାଜ୍ୟ ଭାବେ ଓଡ଼ିଶାର ୨ଟି ଗାଁକୁ ମିଳିଲା ସମ୍ମାନ। ଗଞ୍ଜାମ ଜିଲ୍ଲା ରଙ୍ଗେଇଲୁଣ୍ଡା ବ୍ଲକର ଭେଙ୍କଟରାଇପୁର ଗାଁକୁ ଏଇ…