କୋଭିଡ଼ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା: ମୃତକଙ୍କ ପରିବାରଙ୍କ ଲାଗି ଅନୁକମ୍ପା ରାଶି ଘୋଷଣା
ଗୁଜୁରାଟ() ଗୁଜୁରାଟର ଅହମ୍ମଦାବାଦ କୋଭିଡ଼ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହାସହ ମୃତକଙ୍କ ପରିବାରକୁ ସମଦେବନା ଜଣାଇଛନ୍ତି । ସେହିପରି ଗୁଜୁରାଟ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ସହ ସେ ଗୁରୁତରଙ୍କ ଆଶୁ ଆରୋଗ୍ୟ କାମନା…