Odia News Portal
Monthly Archives

August 2020

କଟକ ସହରରୁ ଆଜି ୧୪୩ ନୂଆ ପଜିଟିଭ

କଟକ: ଆଜି କଟକ ସହରରୁ ୧୪୩ ଜଣ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ସହରରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୩୨୫କୁ ବୃଦ୍ଧି ପାଇଛି । ଆଜି ସକାଳେ କଟକ ଜିଲ୍ଲାର ୧୬୬ ଜଣଙ୍କ ରିପୋର୍ଟ ପଜିଟିଭ ଆସିଥିବା ଜଣା ଯାଇଥିବା ବେଳେ ସେମଧ୍ୟରୁ ୧୪୩ଜଣ କଟକ ସହରର ଅଛନ୍ତି । ଏଯାବତ ଆକ୍ରାନ୍ତଙ୍କ…

ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନରେ ଭିଏସସ ନଗରରେ ନୀରବ ପ୍ରାର୍ଥନା ଓ ଶପଥ ପାଠ କାର୍ଯ୍ୟକ୍ରମ

ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ମହାମାରୀ କରୋନା ସମୟରେ ଜୀବନକୁ ବଳିଦାନ ଦେଇଥିବା କରୋନାଯୋଦ୍ଧା ମାନଙ୍କ ସମ୍ମାନାର୍ଥେ ଜୟ ଜଗନ୍ନାଥ ଚାରିଟେବୁଲ ଟ୍ରଷ୍ଟ ଭିଏସସନଗର ତରଫରୁ ଏକ ମିନିଟ୍ ନିରବ ପ୍ରାର୍ଥନା କରାଯିବା ସହିତ କରୋନା ଯୋଦ୍ଧା ମାନଙ୍କୁ ଉତ୍ସାହିତ…

ଯୋଦ୍ଧାଙ୍କ ପାଇଁ ନିରବପ୍ରାର୍ଥନା ଓ ପ୍ରଭୁଶ୍ରୀରାମଚନ୍ଦ୍ରଙ୍କ ପାଇଁ ଦୀପ ପ୍ରଜ୍ୱଳନ

ଭୁବନେଶ୍ୱର : କରୋନା ମହାମାରୀ ଯେତେବେଳେ ସମଗ୍ର ପୃଥିବୀକୁ ଗ୍ରାସ କରିଛି କରୋନା ରାକ୍ଷସର ଅନଳ ଗର୍ଭଭିତରେ ଶହଶହ ନିରୀହ ମଣିଷ ଲୀନ ହୋଇଯାଉଛନ୍ତି ସେଥିରୁ ଆମ ରାଜ୍ୟ ଓଡ଼ିଶା ବାଦ୍ ଯାଇନି ଚାରି ଆଡ଼େ ହାଃ ହାଃ କାର, ଧନ, ଜୀବନ, ଜୀବିକା ଅର୍ଥନୀତି ବିପର୍ଯ୍ୟସ୍ତ ସବୁ ଠପ୍ ହୋଇଯାଇଛି । ଲୋକେ…

ପଛୁଆବର୍ଗ ଛାତ୍ରଛାତ୍ରୀଙ୍କ ଲାଗି ୪ଟି କର୍ମଶାଳା

ଭୁବନେଶ୍ୱର() ଜୁଲାଇ ୨୯ ତାରିଖରେ କେନ୍ଦ୍ର ସରକାର ଜାତୀୟ ଶିକ୍ଷାନୀତି -୨୦୨୦ ଘୋଷଣା କରିଛନ୍ତି । ଓଡିଶାର ସ୍ୱାର୍ଥ ଦୃଷ୍ଟିରୁ ଘୋଷିତ ନୂତନ ଶିକ୍ଷାନୀତି ସମ୍ପର୍କରେ ବ୍ୟାପକ ଆଲୋଚନା ଓ ପର୍ଯ୍ୟାଲୋଚନାର ଆବଶ୍ୟକତା ଅନୂଭବ କରି ବିଜୁ ଜନତା ଦଳର କଳା, ସଂସ୍କୃତି ଓ ମାନବ ସମ୍ବଳ ବିଭାଗ…

ଆଉ ୨ ପ୍ଲାଜମା ବ୍ୟାଙ୍କ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ() ବ୍ରହ୍ମପୁର ଓ ବୁର୍ଲାରେ ନୂଆ ପ୍ଲାଜମା ବ୍ୟାଙ୍କ ଉଦଘାଟିତ ହୋଇଛି । ଭିଡ଼ିଓ କନଫରେନ୍ସ ଜରିଆରେ ୨ଟି ପ୍ଲାଜମା ବ୍ୟାଙ୍କ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବରୁ କଟକ, ଭୁବନେଶ୍ୱର ଓ ରାଉରକେଲାରେ ପ୍ଲାଜମା ବ୍ୟାଙ୍କ ହୋଇଥିଲା । ପ୍ଲାଜମା ବ୍ୟାଙ୍କ ଉଦଘାଟନ…

ଭୁବନେଶ୍ବରରୁ ଆଉ ୧୩୭ ପଜିଟିଭ

ଭୁବନେଶ୍ୱର() ଆଜି ପୁଣି ୧୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ଚିହ୍ନଟ ହୋଇଥିବା ୧୩୭ଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୧୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୨୪ଜଣ ଚିହ୍ନଟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି । ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ…

ଶ୍ରୀରାମ ମନ୍ଦିର ଆମ ରାଷ୍ଟ୍ରୀୟ ଭାବନାର ପ୍ରତୀକ ହେବ

ଉତ୍ତରପ୍ରଦେଶ()  ଅଯୋ ରାମ ମନ୍ଦିରର ଭୂମିପୂଜା ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି ।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାମ ମନ୍ଦିରର ଭୂମିପୂଜା ଓ ଶିଳାନ୍ୟାସ କରିଛନ୍ତି ।  ସ୍ୱତନ୍ତ୍ରଭାବେ ନିର୍ମିତ ରୁପା ଇଟାରେ ମୋଦୀ ଏହାର ଶିଳାନ୍ୟାସ କରିଛନ୍ତି ।…

ପୂର୍ବତନ ପୋଲିସ ଡିଜି ଏସ୍.ଏନ୍. ତିୱାରୀଙ୍କ ଦେହାନ୍ତ

ଭୁବନେଶ୍ୱର() ଆରପାରିରେ ପୂର୍ବତନ ପୋଲିସ ଡିଜି ଏସ୍.ଏନ୍. ତିୱାରୀ । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିିଥିବା ନେଇ ସୂଚନା ମିଳିଛି । ମୃୃତ୍ୟୁ ବେଳକୁ ତାଙ୍କୁ ୮୧ବର୍ଷ ବୟସ ହୋଇଥିଲା । ସେ କ୍ୟାନସର ପୀଡ଼ିତ ଥାଇ ଚିକିତ୍ସିତ ହେଉଥିଲେ ।

ଆଇଏଏସ ବିଶ୍ୱରଞ୍ଜନଙ୍କୁ ଉତ୍ତର ବିଧାୟକଙ୍କ ସମ୍ବର୍ଦ୍ଧନା

ଭୁବନେଶ୍ବର : ଦୃଢ ଇଚ୍ଛାଶକ୍ତ ଓ ଅଧ୍ୟବସାୟ ଆଗରେ ଦାରିଦ୍ର୍ୟ କିପରି ହାର ମାନେ ତାହା ଶ୍ରୀକୁମାର ବିଶ୍ୱରଞ୍ଜନ ପ୍ରମାଣିତ କରିଦେଇଛନ୍ତି । ବାପା ପେଷାରେ ଜଣେ ଦର୍ଜୀ । ବ୍ୟବସାୟ କର ନିଜର ସୀମିତ ସମ୍ବଳ ଭିତରେ ଏବଂ ନାନା ପ୍ରକାରର ଅଭାବ ଅନାଟନରେ ଚଳୁଥିବା ବେଳେ ନିଜ ପୁଅକୁ ଆଇଏଏସ…

ଧର୍ମେନ୍ଦ୍ରଙ୍କ ପାଇଁ ଲିଙ୍ଗରାଜ ମନ୍ଦିରରେ ବିଜେପିର ଦୀପଦାନ

ଭୁବନେଶ୍ୱର() କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନାରେ ଆକ୍ରାନ୍ତ ହେବା ଖବର ଓଡିଶାରେ ପହଞ୍ଚିବା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ତାଙ୍କର ଆଶୁଆରୋଗ୍ୟ କାମନା କରାଯାଇ ପୂଜାପାଠ ଓ ଦୀପଦାନ ଭଳି କାର୍ଯ୍ୟକ୍ରମମାନ ଗ୍ରହଣ କରାଯାଉଛି । ବହୁସଂଖ୍ୟାରେ ବିଜେପି କର୍ମୀ ଓ ନେତାମାନେ…