Odia News Portal
Monthly Archives

August 2020

କାଲିଠାରୁ ଗଡିବ ମୋ ବସ୍

ଭୁବନେଶ୍ୱର()  ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାସହ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ି ଚାଲିଛି । ତେଣୁ ସବୁ ସ୍ଥିତିକୁ ଦୃଷ୍ଟିରେ ରଖି ମୋ ବସ୍ ସେବା ବନ୍ଦ ରଖାଯାଇଥିଲା । କିନ୍ତୁ ଆସନ୍ତାକାଲିଠାରୁ ୮ଟି ରୁଟରେ ମୋ ବସ୍ ଗଡ଼ିବ ।…

ଜିମ୍ ଓ ଯୋଗ କେନ୍ଦ୍ର ପାଇଁ ଗାଇଡ଼ଲାଇନ

ନୂଆଦିଲ୍ଲୀ()   ଜିମ୍ ଓ ଯୋଗ କେନ୍ଦ୍ର ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଗାଇଡ଼ଲାଇନ ଜାରି କରାଯାଇଛି । କଣ୍ଟେନମେଣ୍ଟ ଜୋନରେ ଥିବା ଜିମ୍ ଓ ଯୋଗ କେନ୍ଦ୍ର ବନ୍ଦ ରହିବ । ଅବରୋଧ ଅଞ୍ଚଳ ବାହାରେ ଥିବା ଜିମ୍ ଓ ଯୋଗ କେନ୍ଦ୍ର ଖୋଲାଯିବ । କିନ୍ତୁ ୬୫ବର୍ଷରୁ ଅଧିକ ବ୍ୟକ୍ତି, ଗର୍ଭବତୀ ଓ…

କଟକରୁ  ୮୭ କରୋନା ପଜିଟିଭ, ବେହେରା ସାହିରୁ ୫୭

କଟକ() ଆଜି କଟକରୁ  ୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୮୭ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୭୯ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୮ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ତେବେ ବର୍ତ୍ତମାନ ସୁଦ୍ଧା କଟକ ସହରରେ ୧୦୯୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଛନ୍ତି ।…

ଆଜିଠାରୁ ୩ ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର() ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଆସନ୍ତାକାଲି ସୁଦ୍ଧା ଏହା ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ଆଜିଠାରୁ ୩ ଦିନ ଯାଏ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଆଭ୍ୟନ୍ତରୀଣ ଓଡିଶାରେ ଅଧିକ ବର୍ଷା ହେବାର ସମ୍ଭାବନା…

ରାଜଧାନୀବାସୀଙ୍କ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଛି

ଭୁବନେଶ୍ୱର()  କରୋନା ମହାମାରୀ ଭିତରେ ରାଜଧାନୀ ଭୁବନେଶ୍ୱରବାସୀଙ୍କ ପାଇଁ ଏକ ଭଲ ଖବର ଆସିଛି । ତାହା ହେଲା ଏବେ ରାଜଧାନୀବାସୀଙ୍କ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଛି ।  କରୋନା ସଂକ୍ରମଣ ପ୍ରତିହତ ପାଇଁ ସେରୋଲୋଜିକାଲ ସର୍ଭେ ପ୍ରସଙ୍ଗରେ ନିଜ ପ୍ରତିକ୍ରିୟା ରଖି ଏହା…

କଂଗ୍ରେସ ସାଂସଦ କାର୍ତ୍ତି ଚିଦାମ୍ବରମଙ୍କୁ କରୋନା

ନୂଆଦିଲ୍ଲୀ()  ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି.ଚିଦାମ୍ବରମଙ୍କ ପୁଅଙ୍କୁ କରୋନା । କରୋନା ଆକ୍ରାନ୍ତ ହୋଇଛନ୍ତି ବରିଷ୍ଠ କଂଗ୍ରେସ ନେତା ପି.ଚିଦାମ୍ବରମଙ୍କ ପୁଅ ତଥା କଂଗ୍ରେସ ସାଂସଦ କାର୍ତ୍ତି ଚିଦାମ୍ବରମ୍ । ତାଙ୍କ ମଧ୍ୟରେ କରୋନାର ସାମାନ୍ୟ ଲକ୍ଷଣ ଦେଖାଯିବା ପରେ ସେ ନିଜର ପରୀକ୍ଷା…

ବଦଳିଲେ ଖୋର୍ଦ୍ଧା ଜିଲ୍ଲାପାଳ

ଭୁବନେଶ୍ୱର() ରାଜ୍ୟରେ ପ୍ରଶାସନିକ ସ୍ତରରେ ଆଜି ଛୋଟ ଧରଣର ଅଦଳବଦଳ ହୋଇଛି । ଖୋର୍ଦ୍ଧା ଜିଲ୍ଲାପାଳ ସିତାଂଶୁ କୁମାର ରାଉତଙ୍କର ବଦଳି ହୋଇଛି । ତାଙ୍କ ଜାଗାରେ ଖୋର୍ଦ୍ଧାର ନୂଆ ଜିଲ୍ଲାପାଳ ହୋଇଛନ୍ତି ସନତ କୁମାର ମହାନ୍ତି । ସେହିପରି ବ୍ରହ୍ମପୁରର ଅତିରିକ୍ତ କମିସନର ହୋଇଛନ୍ତି ସୀତାଂଶୁ…

ଶ୍ରୀମନ୍ଦିର ଖୋଲିବା ନେଇ ଜନସ୍ୱାର୍ଥ ମାମଲା

ଭୁବନେଶ୍ବର() ପୁରୀ ଶ୍ରୀମନ୍ଦିର ଖୋଲିବାକୁ ହାଇକୋର୍ଟରେ ୨ଟି ପୃଥକ ଜନସ୍ୱାର୍ଥ ମାମଲା ଦାୟର କରାଯାଇଛି ।  ପୁରୀ ଶ୍ରୀମନ୍ଦିର ସମେତ ରାଜ୍ୟର ସବୁ ମନ୍ଦିର ଖୋଲିବାକୁ ପିଟିସନ ଦାୟର କରାଯାଇଛି ।  ଏନେଇ ପୁରୀର ଜଣେ ଭକ୍ତ ଶ୍ରୀମନ୍ଦିର ଖୋଲିବା ପାଇଁ ହାଇକୋର୍ଟରେ ଏକ ଜନସ୍ୱାର୍ଥ ମାମଲା ଦାୟର…

ଭ୍ୟାକ୍ସିନ୍ COVISHILDକୁ ପରୀକ୍ଷଣ ପାଇଁ ଅନୁମତି

ନୂଆଦିଲ୍ଲୀ() କରୋନା ସଙ୍କଟ ମଧ୍ୟରେ କୋଭିଡ ଭ୍ୟାକ୍ସିନ ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ପରୀକ୍ଷଣକୁ ମିଳିଛି ଅନୁମତି । ୨ୟ ଓ ୩ୟ ପର୍ଯ୍ୟାୟ ମାନବ ପରୀକ୍ଷଣକୁ ଡିସିଜିଆଇର ଅନୁମତି ମିଳିଛି । ଅକ୍ସଫୋର୍ଡ ଟିକାର ପରୀକ୍ଷଣ ପାଇଁ ସେରମ୍ ଇନଷ୍ଟିଚ୍ୟୁଟକୁ ଅନୁମତି ମିଳିଥିବା ଜଣାପଡିଛି ।…

ରାକ୍ଷୀ ପୂର୍ଣ୍ଣିମା ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ଭୁବନେଶ୍ବର() ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରୁ ଶାନ୍ତି ଓ ମୈତ୍ରୀର ବାର୍ତ୍ତା ଦେଇ ଏହି ପବିତ୍ର ବନ୍ଧନ ଆହୁରି ନିବିଡ଼ ହେଉ, ବାର୍ତ୍ତାରେ ଜଣାଇଛନ୍ତି।…