Odia News Portal
Monthly Archives

August 2020

ଆଜିଠୁ ଆରମ୍ଭ ଅନଲାଇନ ସାଟ ଆଡ଼ମିସନ ପରୀକ୍ଷା

ଭୁବନେଶ୍ୱର()   ଆଜି ଠାରୁ ଆରମ୍ଭ ହେବ ଶିକ୍ଷା ଓ ଅନୁସନ୍ଧାନ ଆଡ଼ମିସନ ଟେଷ୍ଟ (ସାଟ-୨୦୨୦) | ଶିକ୍ଷା ଓ ଅନୁସନ୍ଧାନ ଡିମଡ଼ ଟୁ ବି ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ଏହି ଅନଲାଇନ ପରୀକ୍ଷା ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ବିଭିନ୍ନ ଅଣ୍ଡର ଗ୍ରାଜୁଏଟ ଓ ପୋଷ୍ଟ ଗ୍ରାଜୁଏଟ ପାଠ୍ୟକ୍ରମରେ…

ଆଉ ୧୦ ମୁଣ୍ଡ ନେଲା କରୋନା, ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୦୦ ପାର

ଭୁବନେଶ୍ୱର() ଆଜି ରାଜ୍ୟରେ ୧୩୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୦୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଗଞ୍ଜାମ…

ଦିନକରେ ୧୩୮୪ ପଜିଟିଭ, ୫୧୧ ଲୋକାଲ କେସ, ଖୋର୍ଦ୍ଧାରୁ ୨୧୧

ଭୁବନେଶ୍ୱର()ଆଜି ରାଜ୍ୟରେ ୨୬ ଟି ଜିଲ୍ଲାରୁ ରେକର୍ଡ ସଂଖ୍ୟାକ ୧୩୮୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୮୭୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୫୧୧ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୬ହଜାର ୨୯୭ କୁ ବୃଦ୍ଧି କରିଛି ।…

କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କୁ କରୋନା

ବେଙ୍ଗାଲୁରୁୁ : କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି ଏସ ୟେଦୁରପ୍ପାଙ୍କୁ କରୋନା ହୋଇଛି। ସେ ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି। ଡାକ୍ତରଙ୍କ ପରାମର୍ଶ କ୍ରମେ ସେ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।

ଶ୍ରୀମନ୍ଦିରରେ ମହାଆଡମ୍ବର ସହକାରେ ପାଳନ ହେବ ଏହି ପବିତ୍ର ପର୍ବ

ପୁରୀ: ଆଜି ଭାଇ, ଭଉଣୀଙ୍କ ପବିତ୍ର ସମ୍ପର୍କର ପର୍ବ ରାକ୍ଷୀ ପୂର୍ଣ୍ଣିମା । ଭାଇ ହାତରେ ଭଉଣୀ ବାନ୍ଧି ଦିଏ ସ୍ନେହ ଓ ସୁରଷାର ଡୋରି। ଏହି ଅବସରରେ ଆଜି ଶ୍ରୀମନ୍ଦିରରେ ମଧ୍ୟ ଅନୁଷ୍ଠିତ ହେଉଛି ରକ୍ଷା ବନ୍ଧନ ଉତ୍ସବ । ଭଉଣୀ ସୁଭଦ୍ରା ଆଜି ଭାଇ ଜଗନ୍ନାଥ ଓ ବଳଭଦ୍ରଙ୍କ ହାତରେ ରାକ୍ଷୀ…

ଆଜି ଆପଣଙ୍କ ରାଶି କଣ କହୁଛି ଆସନ୍ତୁ ଜାଣିବା

ମେଷ ଦ୍ୱିଜା ନକ୍ଷତ୍ର ଆଜି ଦିନଟିରେ ସହଜ ଓ ସୁବିଧାରେ କାମ ହାସଲ କରିବେ । ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିପାରନ୍ତି । ଗୃହସୀମା କିମ୍ବା ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବାକୁ ପଡିପାରେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ଉନ୍ନତି କରିବେ । ବୃଷ…

ଏହି ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ୧୦ ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ଏନେଇ ପାଣିପାଗ ବିଭାଗ ତରଫରୁ ସୂଚନା ରହିଛି । ଏହି ଜିଲ୍ଲା ଗୁଡ଼ିକ ହେଲା – ମୟୂରଭଞ୍ଜ , କେନ୍ଦୁଝର , ଜଗତସିଂହପୁର,  ବୌଦ୍ଧ , କୋରାପୁଟ ,  ମାଲକାନଗିରି, ସମ୍ବଲପୁର , ଝାରସୁଗୁଡ଼ା , ଦେବଗଡ଼ ଓ ଢେଙ୍କାନାଳ । ଏହା ପ୍ରଭାବରେ …

ଆଜି ପୁଣି କଟକସହରରୁ ୫୫ ଜଣ କରୋନା ପଜିଟିଭ୍‌

କଟକ : କଟକ ସହରର ବିଭିନ୍ନ ଅଞ୍ଚଳରୁ ପୁଣି ୫୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ । ସେଥିମଧ୍ୟରୁ ୪୯ ଜଣ କ୍ୱାରେଣ୍ଟାଇନରୁ ହୋଇଥିଲା ବେଳେ ୬ଟି ଲୋକାଲ କେସ ରହିଛି ବୋଲି କଟକ ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି । ସିଏମ୍‌ସି ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ ଆଜି ୨…

ସୁସ୍ଥ ହୋଇ ଘରକୁ ଫେରିଲେ ଅମିତାଭ ବଚ୍ଚନ

ବଲିଉଡର ବିଗ୍ ବି ଅମିତାଭ ବଚ୍ଚନଙ୍କ ଫ୍ୟାନ୍ସଙ୍କ ପାଇଁ ଖୁସି ଖବର। କୋଭିଡ୍ ୧୯ର ଚିକିତ୍ସା କରାଉଥିବା ଅମିତାଭ ବଚ୍ଚନଙ୍କ ରିପୋର୍ଟ ନେଗେଟିଭ୍ ଆସିବା ପରେ ତାଙ୍କୁ ହସପିଟାଲରୁ ଡିସଚାର୍ଜ କରାଯାଇଛି। ଗତ କିଛି ଦିନ ହେଲାଣି ଅମିତାଭ ଓ ଅଭିଷେକ ମୁମ୍ବାଇର ନାନାବତୀ ହସ୍ପିଟାଲରେ ଚିକିତ୍ସିତ…

ରାଜଧାନୀରେ ବଢୁଛି କରୋନା ସଂଖ୍ୟା, ଆଜି ଆଉ ୧୧୮ ପଜିଟିଭ

ଭୁବନେଶ୍ଵର : ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୧୧୮ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଅଛନ୍ତି କ୍ବାରେଣ୍ଟାଇନରୁ ୬୯ ଓ ଲୋକାରୁ ୪୯ କେସ ରହିଛି। ଏହି ଆକ୍ରାନ୍ତଙ୍କ ମଧ୍ୟରେ ନୟାପଲ୍ଲୀ, ଓଲଡ଼ ଟାଉନ, ଡମଣା, ବରଗଡ଼, ଖଣ୍ଡଗିରି, ଶାସ୍ତ୍ରୀନଗର, ପଳାଶପାଲ୍ଲୀ, ଟଙ୍କପାଣି ରୋଡ଼…