ଆଜି ଆପଣଙ୍କ ରାଶି କଣ କହୁଛି ଆସନ୍ତୁ ଜାଣିବା
ମେଷ
କର୍ମସ୍ଥ ଶନି ହେତୁ କୌଣସି ନୂଆଁ କାମଟିଏ ଆରମ୍ଭ କରିବା ସକାଶେ ବ୍ୟୟ ଅଟକଳ କରିବେ। ଯାନ ବାହନ, ପାରିବାରିକ ସମ୍ପର୍କ, ହୋଟେଲ ଶିଳ୍ପ, ଛୋଟ ଦୋକାନରୁ ସୁଫଳ ମିଳିବ। ଆନୁଷ୍ଠାନିକ କାମରେ ପ୍ରସ୍ତୁତି ସରିବ ଓ ଦୃଢ଼ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ। ଅଫିସ୍ କାମରେ ବୁଝାମଣା ନେଇ ସହମତି…