ତଦନ୍ତ ନିର୍ଦ୍ଦେଶ ଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର() କଟକ ଜଗତପୁରର ସଦଗୁରୁ କୋଭିଡ଼ ହସ୍ପିଟାଲରେ ଆଜି ଭୟାବହ ଅଗ୍ନିକାଣ୍ଡ ଘଟିଥିଲା । ହସ୍ପିଟାଲର ଆଇସିୟୁରେ ନିଆଁ ଲାଗିଥିଲା । ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ । ଅଗ୍ନିଶମ ବିଭାଗ ଓ ସ୍ୱାସ୍ଥ୍ୟ ସଚିବଙ୍କୁ ମିଳିତ ଭାବେ ତଦନ୍ତ କରି…