ପ୍ରବଳ ବର୍ଷିବ, ସତର୍କ ରହିବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର() ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ୨୦ରୁ ୨୨ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ସତର୍କ ରହିବା ପାଇଁ ସମସ୍ତ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ପ୍ରଦୀପ ଜେନା ।…