୭୦ ବର୍ଷରେ ପଦାର୍ପଣ କଲେ ମୋଦୀ, ଜାଣନ୍ତୁ କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ….
ନୂଆଦିଲ୍ଲୀ() ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୭୦ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ମୋଦୀ ୧୭ ସେପ୍ଟେମ୍ବର ୧୯୫୦ରେ ମେହେସାଣା ଜିଲ୍ଲାର ବଡ଼ନଗରରେ ଏକ ମଧ୍ୟବିତ୍ତ ପରିବାରରେ ଜନ୍ମ ହୋଇଥିଲା। ଦାମୋଦରଦାସ ମୁଲଚାନ୍ଦ ମୋଦୀ ଓ ତାଙ୍କ ପତ୍ନୀ ହୀରାବେହେନ ମୋଦୀଙ୍କର ଷଷ୍ଠ ସନ୍ତାନ…