Odia News Portal
Monthly Archives

September 2020

ଭୁବନେଶ୍ୱରରୁ ଆଉ ୩୫୧ କରୋନା ଆକ୍ରାନ୍ତ ଚିହ୍ନଟ, ୨୩୮ ଲୋକାଲ କେସ

ଭୁବନେଶ୍ୱର() ଆଜି  ଭୁବନେଶ୍ୱରରୁ ୩୫୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୩୫୧ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୧୩ ଓ ସ୍ଥାନୀୟ ଅଞ୍ଚଳରୁ ୨୩୮ ଜଣ ଚିହ୍ନଟ ହୋଇଛନ୍ତି ।  ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି । ବର୍ତ୍ତମାନ ସୁଦ୍ଧା…

୨୯ରୁ ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର() ସେପ୍ଟେମ୍ବର ୨୯ରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ । ଏନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ୭ଅକ୍ଟୋବର ପର୍ଯ୍ୟନ୍ତ ଏହି ଅଧିବେଶନ ଚାଲିବ କିନ୍ତୁ ପ୍ରଶ୍ନକାଳ ରହିବନି । ରବିବାରରେ ମଧ୍ୟ ଗୃହକାର୍ଯ୍ୟ ଚାଲିବ । ବରିଷ୍ଠ ବିଧାୟକ ଭିଡ଼ିଓ କନଫରେନ୍ସିଂରେ…

୨୪ ଘଣ୍ଟା ପାଇଁ ସତର୍କ ରୁହ ୪ ଜିଲ୍ଲା

ଭୁବନେଶ୍ୱର() ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଗାମୀ ୨୪ ଘଣ୍ଟା ପାଇଁ ରାଜ୍ୟର ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ୪ଟି ଜିଲ୍ଲାଗୁଡିକ…

ହରିବଂଶ ରାଜ୍ୟସଭା ଉପାଧ୍ୟକ୍ଷ

ନୂଆଦିଲ୍ଲୀ() ଦ୍ୱିତୀୟ ଥର ପାଇଁ ଜେଡିୟୁ ସାଂସଦ ହରିବଂଶ ନାରାୟଣ ସିଂ ରାଜ୍ୟସଭା ଉପାଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି । ଏନଡିଏ ପକ୍ଷରୁ ହରିବଂଶ ରାଜ୍ୟସଭା ଉପାଧ୍ୟକ୍ଷର ପ୍ରାର୍ଥୀ ହୋଇଥିଲେ । ବାଚନିକ ଭୋଟରେ ହରିବଂଶ ନିର୍ବାଚିତ ହୋଇଛନ୍ତି । ହରିବଂଶଙ୍କ ବିରୋଧରେ ପ୍ରାର୍ଥୀ ହୋଇଥିଲେ…

ନଦୀୟା ବିହାରୀ ମହାନ୍ତିଙ୍କ ଦେହାନ୍ତ

ଭୁବନେଶ୍ବର() କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଶିଶୁ ସାହିତ୍ୟିକ ତଥା ଆକାଶବାଣୀର ଅବସରପ୍ରାପ୍ତ ପ୍ରଯୋଜକ ନଦୀୟା ବିହାରୀ ମହାନ୍ତିଙ୍କ କଟକର ଏକ ଘରୋଇ ହସ୍‌ପିଟାଲ୍‌ରେ ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୯୦ବର୍ଷ ବୟସ ହୋଇଥିଲା। ନଦୀୟା ବିହାରୀ ମହାନ୍ତିଙ୍କ ପରଲୋକ…

ରିୟାଙ୍କୁ ଡ୍ରଗ୍ସ ଯୋଗାଉଥିଲେ ସାରା

ମୁମ୍ବାଇ() ବଲିଉଡ଼ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ହତ୍ୟା ମାମଲରେ ଜଡିତ ଥିବା ଡ୍ରଗ୍ସ ମାମଲାରେ ନାକ୍ରୋଟିକସ କଣ୍ଟ୍ରୋଲ ବୁ୍ୟରୋ (ଏନସିବି) ପୁଣି ଛଅ ଜଣ ନିଶା ମାଫିଆଙ୍କୁ ଗିରଫ କରିଛି  ।  ଏମାନଙ୍କ ମଧ୍ୟରୁ ୫ ମୁମ୍ବାଇ ଓ ଜଣେ ଗୋଆରୁ ବୋଲି  ଜଣାପଡିଛି  । କୁହାଯାଇଛି ଯେ…

ଅଧିବେଶନର ପ୍ରଥମ ଦିନ, ୧୭ ସାଂସଦଙ୍କୁ କରୋନା

ନୂଆଦିଲ୍ଲୀ()  ସଂସଦର ମୌସୁମୀ ଅଧିବେଶନର ଆଜି ପ୍ରଥମ ଦିନ । ପ୍ରଥମ ଦିନରେ ଟେଷ୍ଟ ପରେ ୧୭ଜଣ ସାଂସଦଙ୍କ କରୋନା ରିପୋର୍ଟ ପଜିଟିଭ ଆସିଥିବା ନେଇ ସୂଚନା ମିଳିଛି । ସାଂସଦ ମିନାକ୍ଷୀ ଲେଖୀ, ଅନନ୍ତ କୁମାର ହେଗଡ଼େ, ପରଭେଶ ସାହିବ ସିଂଙ୍କ ସମେତ ୧୭ଜଣ ସାଂସଦଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି…

ବିଧାୟକ ସୁଧୀର ସାମଲଙ୍କୁ କରୋନା

ଢ଼େଙ୍କାନାଳ ବିଧାୟକ ସୁଧୀର ସାମଲଙ୍କୁ କରୋନା ହୋଇଥିବା ସୂଚନା ମିଳିଛି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି । ଏହାସହ ସେ ସଙ୍ଗରୋଧରେ ଅଛନ୍ତି ବୋଲି କହିଛନ୍ତି । ଗତ କିଛି ଦିନ ଭିତରେ ତାଙ୍କ ପିଏସଓଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ…

ଗଣଶିକ୍ଷା ମନ୍ତ୍ରୀଙ୍କୁ କରୋନା

ଭୁବନେଶ୍ୱର() ପୁଣି ଜଣେ ରାଜନେତା କରୋନାରେଆକ୍ରାନ୍ତ ହୋଇଛନ୍ତି । ସେ ହେଉଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ତାଙ୍କ ପତ୍ନୀ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି ।  ଉଭୟଙ୍କୁ କରୋନା ନେଇ ମନ୍ତ୍ରୀ ଶ୍ରୀ ଦାସ ନିଜେ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି । ଏଥିସହ ଆମେ ସୁସ୍ଥ ଅଛୁ । ଆମ…

ଅଜିତଙ୍କ ଶେଷକୃତ୍ୟ ସମ୍ପନ୍ନ

ଭୁବନେଶ୍ୱର()  ପଞ୍ଚଭୂତରେ ଲୀନ ହେଲେ ଅଭିନେତା ଅଜିତ ଦାଶ । ସତ୍ୟନଗର ମଶାଣିରେ ଅଜିତଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି । ଅଜିତଙ୍କୁ ମୁଖାଗ୍ନି ଦେଇଛନ୍ତି ତାଙ୍କ ବଡ଼ ଝିଅ ସୁଚିସ୍ମିତା । ପ୍ରଥମେ ଅଜିତ ଦାସଙ୍କୁ ଗାର୍ଡ଼ ଅଫ ଅନର ସହ ସତ୍ୟନଗରରେ ବିଦାୟ ଦିଆଯାଇଥିଲା । ଏହାପରେ ଅନ୍ତିମ…