ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର() ରାଜ୍ୟରେ ମୌସୁମୀର ଦୁର୍ବଳ ସ୍ଥିତି ଲାଗି ରହିଛି । ୬ ତାରିଖ ବେଳକୁ ରାଜ୍ୟର କିଛି ସ୍ଥାନରେ ଝଡ଼ ତୋଫାନ ହୋଇପାରେ । ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
କେନ୍ଦ୍ରର…
