ଶନିବାର ଯୁକ୍ତ ୨ କଳା ରେଜଲ୍ଟ
ଭୁବନେଶ୍ବର() ସେପ୍ଟେମ୍ବର ୫ ତାରିଖରେ ପ୍ରକାଶ ପାଇବ ଯୁକ୍ତ ୨ କଳା ପରୀକ୍ଷା ଫଳ । ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । କୋଭିଡ୍ କଟକଣା ଯୋଗୁଁ ପରୀକ୍ଷା ଫଳ ବାହାରିବାରେ ବିଳମ୍ବ ହୋଇଥିଲା ।
ଗତ ମାସ ୧୨ ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ…
