ନଭେମ୍ବର ୧୬ରୁ ଖୋଲିବ ସ୍କୁଲ
ଭୁବନେଶ୍ବର() ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ନଭେମ୍ବର ୧୬ ତାରିଖରେ ରାଜ୍ୟରେ ସ୍କୁଲ ଖୋଲିବା ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି । ତେବେ କେବଳ ନବମରୁ ଦ୍ବାଦଶ ଶ୍ରେଣୀ ପର୍ୟ୍ୟନ୍ତ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । ପୂଜା ପର୍ୟ୍ୟନ୍ତ ସ୍କୁଲ ବନ୍ଦ ରହିବା ନେଇ…