ଏଣିକି ମାସ୍କ ନପିନ୍ଧିଲେ ୨୦୦୦ ଜୋରିମାନା
ଦେଶର ଅନେକ ସ୍ଥାନରେ କରୋନାର ଦ୍ୱିତୀୟ ଲହରୀ ଆରମ୍ଭ ହେବାରେ ଲାଗିଲାଣି । ଏହାରି ମଧ୍ୟରେ ଦିଲ୍ଲୀରେ ମଧ୍ୟ କରୋନା ସଂକ୍ରମଣ ଓ ମୃତ୍ୟୁ ହାର ବଢିଚାଲିଛି । ଦିଲ୍ଲୀରେ ଏଣିକି ମାସ୍କ ନପିନ୍ଧିଲେ ୨୦୦୦ ଟଙ୍କା ଜୋରିମାନା ଦେବାକୁ ପଡିବ । ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ…