ଆଉ ୧୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ସୁନ୍ଦରଗଡ଼ରୁ ସର୍ବାଧିକ
ଭୁବନେଶ୍ବର() ରାଜ୍ୟରେ ଆଉ 17 କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଆଜିର ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା 1560କୁ ବୃଦ୍ଧି ହୋଇଛି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ 4 ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ ସମ୍ବଲପୁରରୁ 3, ଜଗତସିଂହପୁର ଓ ସୁବର୍ଣ୍ଣପୁରରୁ 2…