ମୋବାଇଲରେ ହେବ ଜଳସେଚନ ସମସ୍ୟାର ସମାଧାନ
ଭୁବନେଶ୍ବର() ମୁଖ୍ୟମନ୍ତ୍ରୀଙ୍କର ଲୋକପ୍ରିୟ ୫-ଟି କାର୍ଯ୍ୟକ୍ରମ ଆଜି ଚାଷୀ ଓ ଜଳସଂପଦ ବିଭାଗକୁ ସିଧାସଳଖ ଯୋଡି ପାରିଛି।
। ମୋବାଇଲ ଫୋନର ଫଟୋ ଓ ଭିଡିଓ ଜରିଆରେ ଚାଷୀ ଜଳସେଚନ ସମସ୍ୟା ସଂପର୍କରେ ସିଧା ଜଣାଇପାରିବେ ଜଳସଂପଦ ବିଭାଗକୁ।
ଜଳସେଚନ ସମସ୍ୟା ପାଇଁ ଚାଷ କାମ ଛାଡି ଆଉ ଚାଷୀ…