Odia News Portal
Monthly Archives

November 2020

କରୋନାରେ ଆଜି ଆଉ ୧୨ ମୃତ, ଆଜି ବି ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ବର()  ଆଜି ୫୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୭୩୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ସୁନ୍ଦରଗଡ଼ରୁ…

୩ଟା ଯାଏଁ ଗୃହ ମୁଲତବୀ

ଭୁବନେଶ୍ୱର()  ନୟାଗଡର ପରୀ ହତ୍ୟା ମାମଲାକୁ ନେଇ ଆଜି ପୁଣି ବିଧାନସଭାରେ ହଟ୍ଟଗୋଳ ଆରମ୍ଭ ହୋଇଛି । ଏସଆଇଟି ଗଠନ ନେଇ ସ୍ପଷ୍ଟୀକରଣ ଦାବି କରିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା । କଂଗ୍ରେସ ଓ ବିଜେପି ସଦସ୍ୟଙ୍କର ପ୍ରବଳ ହଟ୍ଟଗୋଳ ଯୋଗୁଁ ଅପରାହ୍ନ ୩ଟା ଯାଏଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି…

ଜେଏସପିଏଲକୁ ଇଣ୍ଡିଆ ଇଣ୍ଟରନ୍ୟାସନାଲ ସିଏସଆର ଇମ୍ପାକ୍ଟ ଆୱାର୍ଡ – ୨୦୨୦

ଭୁବନେଶ୍ୱର() ଇଣ୍ଡିଆ ଇଣ୍ଟରନ୍ୟାସନାଲ ସିଏସଆର ସମ୍ମିଳନୀ -୨୦୨୦ କାର୍ଯ୍ୟକ୍ରମରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର ଲିମିଟେଡ (ଜେଏସପିଏଲ) କୁ ଇଣ୍ଡିଆ ଇଣ୍ଟରନ୍ୟାସନାଲ ସିଏସଆର ଇମ୍ପାକ୍ଟ ଆୱାର୍ଡ - ୨୦୨୦ ସମ୍ମାନରେ ସମ୍ମାନିତ କରାଯାଇଛି | ଜେଏସପିଏଲ ଦ୍ୱାରା କାର୍ଯ୍ୟକାରୀ କରାଯାଉଥିବା 'ଆଶା-…

ଆଜି ମହାପ୍ରଭୁଙ୍କ ଆଢିକିଆ ବେଶ

ପୁରୀ()  ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଆଢିକିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହେବ। ପ୍ରତ୍ୟୁଷରେ ଠାକୁରଙ୍କ ଅବକାଶ ନୀତି ବଢ଼ିଲେ ବେଶ ନୀତି ଆରମ୍ଭ ହୋଇଛି । ପୁଷ୍ପାଳକ ସେବକମାନେ ମହାପ୍ରଭୁଙ୍କୁ ଏହି ଅପୂର୍ବ ବେଶରେ ବିଭୂଷିତ କରିବେ। ଶ୍ରୀବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କ ଶ୍ରୀମସ୍ତକରେ…

ଧର୍ମପଦ ପୁରସ୍କାର ଘୋଷଣା

ଭୁବନେଶ୍ୱର() ୫ ବର୍ଷ ପାଇଁ ଧର୍ମପଦ ପୁରସ୍କାର ଘୋଷଣା କରାଯାଇଛି । ଏହାକୁ ଆଜି ଘୋଷଣା କରିଛନ୍ତି ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ । ଓଡିଶା ଲଳିତ କଳା ଏକାଡେମୀ ପକ୍ଷରୁ ଏହି ଧର୍ମପଦ ପୁରସ୍କାର ଘୋଷଣା ହୋଇଛି । ୨୦୧୬ ପାଇଁ ବରିଷ୍ଠ ଚିତ୍ରଶିଳ୍ପୀ ବନବିହାରୀ ପରିଡାଙ୍କୁ…

ଗିରଫ ହେଲେ ବାପ- ପୁଅ

ଭୁବନେଶ୍ୱର()  ଆଇଏଫଏସ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶ ପାଠକଙ୍କୁ ଗିରଫ କରିଛି ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଉଭୟ ଗିରଫ ହୋଇଛନ୍ତି । ଉଭୟଙ୍କୁ ଗିରଫ ପରେ କୋର୍ଟଚାଲାଣ କରିଛି ଭିଜିଲାନ୍ସ । ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟରେ ବାପା, ପୁଅ ହାଜର ହୋଇଛନ୍ତି ।…

କମ୍ବିଂ ଅପରେସନ ସମୟରେ ଧରାପଡ଼ିଲା ଦୁର୍ଦ୍ଦାନ୍ତ ମାଓବାଦୀ

ମାଲକାନଗିରି() ଏସଓଜି ଓ ଡିଏଫଓ ଯବାନମାନଙ୍କ ମିଳିତ କମ୍ବିଂ ଅପରେସନ ସମୟରେ ମାଲକାନଗିରିର ଯନ୍ତ୍ରୀ ଜଙ୍ଗଲରୁ ଜଣେ ଦୁର୍ଦ୍ଦାନ୍ତ ମାଓବାଦୀ ଧରାପଡ଼ିଥିବା ନେଇ ଜିଲ୍ଲା ପୁଲିସ୍ ପକ୍ଷରୁ ସୂଚନା ଦିଆଯାଇଛି। ମାଲକାନଗିରି ଜିଲ୍ଲା ସ୍ୱାଭିମାନ ଅଞ୍ଚଳରୁ ଯବାନମାନେ ଯେଉଁ ମାଓବାଦୀକୁ ଧରିଛନ୍ତି,…

ଫଟୋରେ ଦିଶୁଛି ଅରୁଣ ବିଜେପି ପାଇଁ ମଧ୍ୟ ଲୋକପ୍ରିୟ ମନ୍ତ୍ରୀ

ଭୁବନେଶ୍ବର () ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏହି ଫଟୋକୁ ଟିକେ ନିରିଖେଇ ଦେଖନ୍ତୁ । ବୟାନ କରୁଛି ରାଜ୍ୟର ଯୁବଗୋଷ୍ଠୀଙ୍କ ମଧ୍ୟରେ କୃଷି ମନ୍ତ୍ରୀ ଅରୁଣ ସାହୁଙ୍କ ପ୍ରତି ଥିବା ଭଲପାଇବା । ଅରୁଣଙ୍କ ବିରୋଧରେ ରାଜ୍ୟ ବିଜେପି ପକ୍ଷରୁ ଆୟୋଜିତ ପ୍ରତିବାଦ ସଭାକୁ ଆସିଛନ୍ତି ଏହି ଯୁବତୀ ।…

କର୍ମୀଙ୍କ ସୁଖଦୁଃଖ ବୁଝିବା କଣ ଭୁଲ ?

ଭୁବନେଶ୍ୱର() ନୟାଗଡ଼ ଜିଲ୍ଲା ଯଦୁପୁର ଗ୍ରାମର ପରୀ ହତ୍ୟାକାଣ୍ଡ ନେଇ ବିଭିନ୍ନ ରାଜନୈତିକ ଦଳ ପ୍ରକୃତ ହତ୍ୟାକାରୀକୁ ନ ଧରି କେସ ର ମୋଡ଼ ବଦଳାଇବାରେ ଲାଗିଛନ୍ତି। ମନ୍ତ୍ରୀ ଅରୁଣ ସାହୁ ଜଣେ ଲୋକପ୍ରିୟ ନେତା ଭାବରେ ସାରା ଓଡିଶା ରେ ପରିଚିତ । ସେ ସଦାବେଳେ ନିଜ କର୍ମୀଙ୍କୁ ଆହ୍ୱାନ ଦିଅନ୍ତି…

SIT ତଦନ୍ତ ଘୋଷଣାରେ ଆମେ ସନ୍ତୁଷ୍ଟ……

ଭୁବନେଶ୍ବର() ଏସ ଆଇ ଟି ତଦନ୍ତ ପ୍ରସଙ୍ଗକୁ ନେଇ ପ୍ରତିକ୍ରିୟା ରଖିଲେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି। ସେ କହିିିଛନ୍ତି, SIT ତଦନ୍ତ ନେଇ କଂଗ୍ରେସ ଦାବି କରିଥିଲା। କ୍ରାଇମବ୍ରାଞ୍ଚ ଉପରେ ଭରସା ନଥିବାରୁ ଏହି ଦାବି ହୋଇଥିଲା। ଜଣେ ହାଇକୋର୍ଟ ଜଜଙ୍କ ନେତୃତ୍ୱରେ ଏସ ଆଇ ଟି…