ଏଣିକି ଦେହଜୀବୀଙ୍କୁ ପ୍ରତିମାସରେ ମିଳିବ ୫୦୦୦ ଟଙ୍କା
କରୋନା ସଂକ୍ରମଣ ଏବେ ବି ଦେଶରେ ଜାରି ରହିଛି। ଲକ୍ଡାଉନ୍ ଉଠିଥିଲେ ମଧ୍ୟ ଲୋକଙ୍କ ଜୀବନ ଯାତ୍ରା ସ୍ୱାଭାବିକ୍ ହୋଇନାହିଁ। କରୋନାର ପ୍ରଭାବ ଲୋକଙ୍କ ବ୍ୟବସାୟ ଉପରେ ମଧ୍ୟ ପଡ଼ିଛି। ଲୋକମାନେ ଏବେ ବି ଆର୍ଥିକ ଦୂରାବସ୍ଥା ଦେଇ ଗତି କରୁଛନ୍ତି। ଅନ୍ୟପଟେ ଦେହଜୀବୀଙ୍କ ଉପରେ ମଧ୍ୟ କରୋନାର…