ରାଜ୍ୟରେ ଆଉ ୩ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କର ମୁଣ୍ଡ ନେଇଛି କରୋନା ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୬୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ!-->…