କରୋନାରେ ଆଉ ୧୬ ଜଣଙ୍କର ମୃତ୍ୟୁ, ଖୋର୍ଦ୍ଧାରୁ ୬
ଭୁବନେଶ୍ୱର() ଆଜି ରାଜ୍ୟରେ ୩୬୦୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୭୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଆଜି…
