ଅରୁଣ ସାହୁଙ୍କୁ କରୋନା
ଭୁବନେଶ୍ୱର()ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ତଥା ନୟାଗଡ଼ ବିଧାୟକ ଅରୁଣ ସାହୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି ।
ଏହାସହ ସେ ହୋମ ଆଇସୋଲେସନରେ ରହିବା ସହ ସୁସ୍ଥ ଅଛନ୍ତି । ଗତ କିଛି ଦିନ ମଧ୍ୟରେ ତାଙ୍କ…
