ସେପ୍ଟେମ୍ବରରେ ମିଳିବ ଏକକାଳୀନ ୪ ମାସର ଭତ୍ତା
ଭୁୁବନେଶ୍ୱର() ମଧୁବାବୁ ପେନସନ ଯୋଜନା ନେଇ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ସରକାର । ସବୁ ହିତାଧିକାରୀଙ୍କୁ ସେପ୍ଟେମ୍ବରରେ ମିଳିବ ଏକକାଳୀନ ୪ ମାସର ଭତ୍ତା । ସେପ୍ଟେମ୍ବରରୁ ଡିସେମ୍ବର ଯାଏଁ ଭତ୍ତା ଏକକାଳୀନ ଦେବାକୁ ନିଷ୍ପତ୍ତି ହୋଇଛି । ଏନେଇ ସାମାଜିକ ସୁରକ୍ଷା…
