ଆଦିତ୍ୟଙ୍କ ମୃତ୍ୟୁ ମାମଲା, ୪ଜଣଙ୍କ ହେବ ଲାଏ ଡିଟେକସନ ଟେଷ୍ଟ
ଭୁବନେଶ୍ୱର() ସମାଜସେବୀ ଆଦିତ୍ୟ ଦାଶଙ୍କ ମୃତ୍ୟୁକୁ କେତେ ଦିନ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଏହି ମାମଲାର ପର୍ଦ୍ଦାଫାସ ହୋଇ ପାରିନାହିଁ । ଏହି ମାମଲାର ବର୍ତ୍ତମାନ ଖୋଳତାଡ଼ କରୁଛି କ୍ରାଇମବ୍ରାଞ୍ଚ । ଏହି ମାମଲାର ଶୀର୍ଷରେ ପହଞ୍ଚିବା ନେଇ ୪ଜଣଙ୍କ ଲାଏ ଡିଟେକସନ ଟେଷ୍ଟ କରିବ…
