Odia News Portal
Yearly Archives

2020

ସେପ୍ଟେମ୍ବର ୧ରୁ ୬ ଜେଇଇ ମେନ

ନୂଆଦିଲ୍ଲୀ() ଦେଶ ଓ ରାଜ୍ୟରେ ମହାମାରୀ କରୋନା ବ୍ୟାପିବାରେ ଲାଗିଛି । ତେଣୁ ପ୍ରାୟ ସମସ୍ତ ପରୀକ୍ଷାକୁ ବାତିଲ କରାଯାଇଥିଲା । କିନ୍ତୁ ଛାତ୍ରଛାତ୍ରୀଙ୍କ ପାଠପଢ଼ାକୁ ଦୃଷ୍ଟିରେ ରଖି ସେପ୍ଟେମ୍ବର ୧ରୁ ୬ ତାରିଖ ମଧ୍ୟରେ ଜେଇଇ ମେନ ପରୀକ୍ଷା ହେବ ବୋଲି ସୂଚନା ମିଳିଛି । ସେହିପରି ସେପ୍ଟେମ୍ବର…

ଭଦ୍ରକ ସାଂସଦଙ୍କୁ କରୋନା

ଭଦ୍ରକ() ଭଦ୍ରକ ସାଂସଦ କରୋନା ସଂକ୍ରମିତ ଚିହ୍ନଟ । ସାଂସଦ ମଞ୍ଜୁଲତା ମଣ୍ଡଳ କରୋନା ପଜିଟିଭ ଚିହ୍ନଟa ହୋଇଛନ୍ତି । କରୋନାର ପ୍ରାରମ୍ଭିକ ଲକ୍ଷଣ ଦେଖାଯିବା ପରେ ସେ କରୋନା ପରୀକ୍ଷା କରାଇଥିଲେ । ତାଙ୍କ ରିପୋର୍ଟ ପଜିଟିଭ୍ ଆସିଛି । ତେବେ ତାଙ୍କ ସ୍ବାସ୍ଥ୍ୟ ଭଲ ଏବଂ ସ୍ଥିର ରହିଛି । ସେ…

ଗଣେଶଙ୍କ ବାହାନ କେମିତି ମୂଷା ହେଲା ଜାଣନ୍ତୁ ପୁରା କଥା ….

ଚଳିତ ବର୍ଷ ଗଣେଜ ପୂଜା ଅଗଷ୍ଟ ୨୨ ତାରିଖ ପାଳନ ହେଉଛି । ଏଠାରେ ମନରେ ପ୍ରଶ୍ନ ଉଠେ ବିଶାଳକାୟ ପ୍ରଭୁ ଗଣେଶଙ୍କ ବାହନ କିପରି ମୂଷା ହେଲା । ଅନ୍ୟ ଦେବତାଙ୍କ ପାଖରେ ବଡ଼ ବଡ଼ ବାହନ ରହିଥିବା ବେଳେ ଅଗ୍ରପୂଜା କରାଯାଉଥିବା ଭଗବାନ ଗଣେଶଙ୍କ ବାହନ ମୂଷା କ’ଣ ପାଇଁ । ପୌରାଣିକ କଥା ବସ୍ତୁ…

ରାଜ୍ୟରେ ଆଉ ୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର() ରାଜ୍ୟରେ ଆଜି ୨୮୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ କଟକ ଜିଲ୍ଳାର ସର୍ବାଧିକ ୩, ସୁନ୍ଦରଗଡ଼ରୁ ୨, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ବଲାଙ୍ଗୀରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ…

ଆଜି ଆଉ ୨୮୧୯ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୪୪୩

ଭୁବନେଶ୍ୱର() ରାଜ୍ୟରେ ଆଜି ୨୯ ଜିଲ୍ଲାରୁ ୨୮୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୬୯୧ ଓ ସ୍ଥାନୀୟ ଅଞ୍ଚଳରୁ ୧୧୨୮ ଜଣ ଚିହ୍ନଟ ହୋଇଛନ୍ତି ।ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୫୫୩୭କୁ ବୃଦ୍ଧି ପାଇଛି ।…

ଜୀବନ ସହିତ ଜୀବିକାକୁ ଗୁରୁତ୍ବ ଦିଆଯାଇ ବିକାଶ କାର୍ଯ୍ୟକୁ ତ୍ବରାନ୍ବିତ କରାଯିବ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର() କୋଭିଡ଼଼ ଯୁଦ୍ଧରେ ଜୀବନ ପାଇଁ ଚାଲିଥିବା ଲଢେଇ ସହିତ ଲୋକଙ୍କ ଜୀବିକା ମଧ୍ୟ ଗୁରୁତ୍ବପୂର୍ଣ୍ଣ । ତେଣୁ ରାଜ୍ୟରେ ସବୁ କ୍ଷେତ୍ରରେ ବିକାଶ ପ୍ରକ୍ରିୟାକୁ ଜୋରଦାର କରାଯିବ। ସଡକ, ସେତୁ, କୃଷି, ଶିକ୍ଷା, ସ୍ବାସ୍ଥ୍ୟ ସବୁ କ୍ଷେତ୍ରରେ ଉନ୍ନୟନ କାର୍ଯ୍ୟକ୍ରମକୁ ତ୍ବରାନ୍ବିତ କରାଯାଇ…

ବିଜେପି ନେତା ଜୟରାମ ପାଙ୍ଗିଙ୍କୁ କରୋନା

ଭୁବନେଶ୍ୱର() ଆଜି ଆଉ ଜଣେ ନେତା କରୋନା କବଜାକୁ ଆସିଛନ୍ତି । ବରିଷ୍ଠ ବିଜେପି ନେତା ଜୟରାମ ପାଙ୍ଗି କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି । ଗତକାଲି ପଜିଟିଭ ଚିହ୍ନଟ ହେବା ପରେ ସେ ନିଜେ ଏନେଇ ସୂଚନା ଦେଇଛନ୍ତି । ଏହାସହ ସେ ହୋମ ଆଇସୋଲେସନରେ ରହିଛନ୍ତି । ଏହାସହ ଗତକିଛି ଦିନ ତଳେ…

ସ୍ୱଚ୍ଛ ସର୍ବେକ୍ଷଣରେ ପଛୁଆ ପରେ ସୁଡା କାର୍ଯ୍ୟକୁ ନେଇ ପ୍ରଶ୍ନବାଚୀ

ଭୁବନେଶ୍ୱର : ଜାତୀୟ ସ୍ୱଚ୍ଛ ସର୍ବେକ୍ଷଣରେ ସ୍ମାର୍ଟସିଟି ଭୁବନେଶ୍ୱର ସ୍ୱଚ୍ଛତା କ୍ଷେତ୍ରରେ ୨୩୩ ନମ୍ବର ସ୍ଥାନରେ ରହିବା ଏବେ ଅନେକ ପ୍ରଶ୍ନବାଚୀ ସୃଷ୍ଟି କରିଛି । ଦେଶର ୩୮୨ ସହର ମଧ୍ୟରୁ ରାଜ୍ୟ ରାଜଧାନୀ ଏତେ ତଳକୁ ଖସିଯିବା ପରେ ସହରାଞ୍ଚଳ ବିକାଶ ପାଇଁ ଗଠନ ହୋଇଥିବା ସୁଡାକୁ ନେଇ…

ଆସୁଛି ବଡ଼ ବର୍ଷା

ଭୁବନେଶ୍ୱର : ବଡ଼ ବର୍ଷା ଆସୁଛି । ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆସନ୍ତା ୨୪ରୁ ୨୬ ତାରିଖ ଯାଏଁ ଲଗାଣ ବର୍ଷା ହେବ ଓଡ଼ିଶାରେ । ଏ ନେଇ ସତର୍କ କରାଇ ଦେଇଛି ପାଣିପାଗ ବିଭାଗ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଆସନ୍ତା ୨୩ ତାରିଖବେଳକୁ ଏକ ଲଘୁଚାପ ସମ୍ଭାବନା ରହିଛି ।…

ପୋଲ ତଳକୁ ଓଲଟିଲା ୧୦୨ ଜନନୀ ଆମ୍ବୁଲାନ୍ସ

ସୋର : ଭାରସାମ୍ୟ ହରାଇ ପୋଲ ତଳକୁ ଓଲଟିଲା ୧୦୨ ଜନନୀ ଆମ୍ବୁଲାନ୍ସ । ଅଳ୍ପକେ ବର୍ତ୍ତିଗଲେ ଗର୍ଭଵତୀ ମହିଳା। ବାଲେଶ୍ଵର ଜିଲ୍ଲା ସୋର କୁପାରୀ ରାସ୍ତାର କୋଚିଆକୋଇଲି ନିକଟରେ ଘଟିଛି ଦୁର୍ଘଟଣା । ଘଟଣା ସ୍ଥାନୀୟ ପୋଲିସ ପହଞ୍ଚଛି ଉଦ୍ଧାର କରିଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ ଯେ,…