ଭୁବନେଶ୍ୱରରୁ ଆଉ ୩୨୪ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର() ଆଜି ଭୁବନେଶ୍ୱରରୁ ୩୨୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୭୩ ଓ ସ୍ଥାନୀୟ ଅଞ୍ଚଳରୁ ୧୫୧ଜଣ ଚିହ୍ନଟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।
ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୬୭୨୦ କରୋନା…
