ଆଜି ଆଉ ୨୮୯୮ କରୋନା ପଜିଟିଭ୍, ଖୋର୍ଦ୍ଧାରୁ ସର୍ବାଧିକ ୫୨୪
ଭୁବନେଶ୍ୱର() ୨୪ ଘଣ୍ଟା ମଧ୍ୟରେ ୨୮୯୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୦୦୨୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ…
