ଉପାନ୍ତ ଅଞ୍ଚଳର ବିଧାୟକଙ୍କୁ ଉପରାଷ୍ଟ୍ରପତିଙ୍କ ପ୍ରଶଂସା
ଉପାନ୍ତ ଅଞ୍ଚଳର ବିଧାୟକଙ୍କୁ ଉପରାଷ୍ଟ୍ରପତିଙ୍କ ପ୍ରଶଂସା । ନିଜ ବିଲରେ ମୂଲ ଲାଗି ହଳ କରି ଧାନ ଗଛ ଲଗାଇ ମୂଲିଆଙ୍କ ସହିତ ଚାଷ କାମ କରି ଭାରତର ଉପ ରାଷ୍ଟ୍ରପତିଙ୍କ ଠାରୁ ପ୍ରଶଂସା ସାଉଁଟିଲେ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ।
ନବରଙ୍ଗପୁର ଜିଲ୍ଲାର ଦୁଇଟି ଭିନ୍ନ…
