କରୋନାରେ ଆଉ ୯ ଜଣଙ୍କ ମୃତ୍ୟୁ, ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩୬୨କୁ ବୃଦ୍ଧି
ଭୁବନେଶ୍ୱର() ଆଜି ରାଜ୍ୟରେ ୨୨୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୯ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୬୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଆଜି…
