ଭୁବନେଶ୍ୱରରୁ ଆଉ ୧୯୮ କରୋନା ପଜିଟିଭ, ଜାଣନ୍ତୁ ସମ୍ପୁର୍ଣ୍ଣ ତଥ୍ୟ
ଭୁବନେଶ୍ୱର() ଆଜି ଭୁବନେଶ୍ୱରରୁ ୧୯୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୦୪ ଓ ସ୍ଥାନୀୟ ଅଞ୍ଚଳରୁ ୯୪ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୧୩୨ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।
ବର୍ତ୍ତମାନ…
