Odia News Portal
Yearly Archives

2020

ଆଜି ମହାପ୍ରଭୁଙ୍କର ପ୍ରଳମ୍ବାସୁର ବଧ ବେଶ, ଜାଣନ୍ତୁ ବିଶେଷତ୍ୱ

ପୁରୀ() ଆଜି ହେଉଛି ପବିତ୍ର ଭାଦ୍ରବ କୃଷ୍ଣପକ୍ଷ ଦ୍ବାଦଶୀ ତିଥି ଅର୍ଥାତ୍ ଆଜି ଶ୍ରୀମନ୍ଦିରରେ ବଳଭଦ୍ର ମହାପ୍ରଭୁଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ ହୋଇଛି । ମହାପ୍ରଭୁଙ୍କ ମଧ୍ୟାହ୍ନ ଧୂପ ବଢ଼ିବା ପରେ ଏହି ବେଶ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇଛି । କାଷ୍ଠ, ବେତ, କଳାକନା, ଧଳାକନା ଓ…

ଧୋନୀ ୨୦୨୪ ଲୋକସଭା ନିର୍ବାଚନ ଲଢ଼ିବା ଉଚିତ

ନୂଆଦିଲ୍ଲୀ () ଭାରତୀୟ କ୍ରିକେଟ ଟିମର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଶନିବାର ଦିନ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ନେଇଥିବା ଘୋଷଣା କରିଛନ୍ତି । ସେ ନିଜ ଇନ୍ସଟାଗ୍ରାମ ଆକାଉଣ୍ଟରେ ଏନେଇ ଘୋଷଣା କରିଛନ୍ତି । ସେ ସନ୍ୟାସ ନେବାପରେ ବିଜେପିର ରାଜ୍ୟସଭା ସାଂସଦ ସୁବ୍ରମଣ୍ୟମ…

୩୦ ପୂର୍ବରୁ ବିଧାନସଭାର ମୌସୁମୀ ଅଧିବେଶନ

ଭୁବନେଶ୍ୱର() ସେପ୍ଟେମ୍ବର ୩୦ ପୂର୍ବରୁ ବସିବ ବିଧାନସଭାର ମୌସୁମୀ ଅଧିବେଶନ । କେଉଁଠି ବିଧାନସଭା ବସିବ ସେନେଇ ବର୍ତ୍ତମାନ ସୁଦ୍ଧା ନିଷ୍ପତ୍ତି ହୋଇନାହିଁ । ବିଧାନସଭା କି ଲୋକସେବା ଭବନରେ ବସିବ, ସେନେଇ ନିଷ୍ପତ୍ତି ହେବ । ଏନେଇ ଆଜି ସୁଚନା ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।…

ସ୍ୱାସ୍ଥ୍ୟ କର୍ମୀଙ୍କ ନିରନ୍ତର ପ୍ରୟାସକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର() ଗତ ୨୪ ଘଣ୍ଟାରେ ରାଜ୍ୟରେ ରେକର୍ଡ ସଂଖ୍ୟକ ୫୨ ହଜାର ୭୯୫ କରୋନା ଟେଷ୍ଟ ହୋଇଛି ।ଏଥିପାଇଁ ସ୍ୱାସ୍ଥ୍ୟ କର୍ମୀଙ୍କ ନିରନ୍ତର ପ୍ରୟାସକୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି ।…

MSME ସେକ୍ଟରକୁ ପ୍ରାଧାନ୍ୟ

ଭୁବନେଶ୍ୱର()   ଜୀବିକା ପାଇଁ ଗୁରୁତ୍ୱପୂର୍ଣ୍ଣ ହେଉଛି ଏମଏସଏମଇ ସେକ୍ଟର ଓ ଶିଳ୍ପ ।   ତେଣୁ ଏମଏସଏମଇ ସେକ୍ଟରକୁ ଶକ୍ତିଶାଳୀ କରିବାକୁ ନିଷ୍ପତ୍ତି ହୋଇଛି । କୋଭିଡ ପରିସ୍ଥିତିରେ ଜୀବନ ଜୀବିକାକୁ ନେଇ ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଏହା କହିଛନ୍ତି । ସେ କହିଛନ୍ତି ଯେ, ଜୀବନକୁ…

ଦିନକରେ ସର୍ବାଧିକ ୫୨ ହଜାର କରୋନା ଟେଷ୍ଟ

ଭୁବନେଶ୍ବର() ରାଜ୍ୟରେ ପ୍ରତିଦିନ କରୋନା ସଂକ୍ରମିତଙ୍କ ବଢିବାରେ ଲାଗିଛି । ତେବେ ଗତ ୨୪ ଘଣ୍ଟାରେ ରାଜ୍ୟରେ ରେକର୍ଡ ସଂଖ୍ୟକ ୫୨ ହଜାର ୭୯୫  କରୋନା ଟେଷ୍ଟ ହୋଇଛି । ଆରଟିପିସିଆର, ଆଣ୍ଟିଜେନ ଓ ଟ୍ରୁନଟ ମାଧ୍ୟମରେ ଏହି ପରୀକ୍ଷା କରାଯାଇଛି । ତନ୍ମଧ୍ୟରୁ ଆରଟିପିସିଆରରେ ୧୦,୨୪୦, ଆଣ୍ଟିଜେନ…

୨୪ ଘଣ୍ଟା ପାଇଁ ୧୧ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ବର () ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ୧୯ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଏପଟେ ଏବେ ବି ସକ୍ରିୟ ରହିଛି ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି ।…

ଦେଶର ଶ୍ରେଷ୍ଠ ୫୦ ବିଧାୟକଙ୍କ ତାଲିକାରେ ପ୍ରଣବ ପ୍ରକାଶ ଦାସ

ଭୁବନେଶ୍ୱର ()  ଦେଶର ଶ୍ରେଷ୍ଠ ୫୦ ବିଧାୟକଙ୍କ ତାଲିକାରେ ଓଡ଼ିଶାର ଦୁଇ  ବିଧାୟକ । ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ଓ  ଜୟପୁର ବିଧାୟକ ତାରା ବାହିନୀପତି । ବିଧାୟକମାନଙ୍କ କାର୍ଯ୍ୟଦକ୍ଷତା, ଲୋକ ସମ୍ପର୍କ, ବିଧାନସଭାରେ ବିତର୍କ ଆଦି ଅନେକ ମାନଦଣ୍ଡକୁ ଭିତ୍ତି କରି ଏହି…

ଖୋଲିଲା ମାତା ବୈଷ୍ଣୋଦେବୀଙ୍କ ଦରବାର

ଶ୍ରୀନଗର : ଆଜିଠୁ ଚାଲିବ ପୁଣି ମାତାଙ୍କ ଦରବାର । ଆଜିଠାରୁ ଭକ୍ତମାନଙ୍କ ପାଇଁ ମାତା ବୈଷ୍ଣୋଦେବୀ ମନ୍ଦିର ଖୋଲିବ । ଏଥିପାଇଁ  ଉପଯୁକ୍ତ ସତର୍କତା ପଦକ୍ଷେପ ଗ୍ରହଣ କରାଯାଇଛି । ମାଆଙ୍କ ଦର୍ଶନ ପାଇଁ କେବଳ ୨୦୦୦ ଲୋକଙ୍କୁ  ଅନୁମତି ଦିଆଯାଇଛି ।  ଯେଉଁଥିରୁ କେନ୍ଦ୍ରଶାସିତ ଜାମୁ କାଶ୍ମୀର…

ଆଜି ଆଉ ୧୦ ମୁଣ୍ଡ ନେଲା କରୋନା, ଭୁବନେଶ୍ବରରୁ ୨

ଭୁବନେଶ୍ୱର() ଆଜି ରାଜ୍ୟରେ ୨୯୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୪୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ଭୁବନେଶ୍ବରରୁ…