ରାଜ୍ୟରେ ଆଜି ସର୍ବାଧିକ ୨୯୨୪ ପଜିଟିଭ୍, ୧୧୦୯ ଲୋକାଲ କେସ, ଖୋର୍ଦ୍ଧାରୁ ୪୮୮
ଭୁବନେଶ୍ୱର() ରାଜ୍ୟରେ ଆଜି ସର୍ବାଧିକ ୨୯୨୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୮୧୫ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୧୦୯ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦ ହଜାର ୦୫୦ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ…
