ବଡ଼ ଖବର,ଦିନକରେ ୬୬ ହଜାର ୯୯୯ ନୂଆ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ() ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୪୭ ହଜାର ୩୩କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୯୪୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୬୬ ହଜାର ୯୯୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨୩ ଲକ୍ଷ ୯୬ ହଜାର ୬୩୭କୁ ବୃଦ୍ଧି ପାଇଛି ।…
