କଟକରୁ ଆଉ ୫୧ ପଜିଟିଭ, ଜାଣନ୍ତୁ ତଥ୍ୟ
କଟକ() ଆଜି କଟକ ସହରରୁ ପୁଣି ୫୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୪୦ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୧୧ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏନେଇ ସିଏମସି ପକ୍ଷରୁ ସୂଚନା ମିଳିଛି ।ବର୍ତ୍ତମାନ ସୁଦ୍ଧା ୮୮୪ଜଣ କରୋନା ଆକ୍ରାନ୍ତ…
