କରୋନା ମହାମାରୀ ସମୟରେ ସହଯୋଗର ହାତ ବଢ଼ାଇଛି ‘ରେଡ୍ ସ୍ୱସ୍ତିକ୍’
ଭୁବନେଶ୍ୱର : କରୋନା ମହାମାରୀକୁ ପ୍ରତିହତ କରିବା ପାଇଁ ସାରା ଦେଶରେ ଲକ୍ଡାଉନ୍ ଜାରି କରାଯାଇଛି । ଅଦୃଶ୍ୟ ଶକ୍ତି କରୋନାକୁ ପ୍ରତିହତ କରିବା ପାଇଁ ଆରମ୍ଭ ହୋଇଥିବା ଯୁଦ୍ଧରେ ଡାକ୍ତର, ନର୍ସ, ସ୍ୱାସ୍ଥ୍ୟକର୍ମୀ, ପୋଲିସ , ସଫେଇ କର୍ମଚାରୀ ଓ ଗଣମାଧ୍ୟମ ପ୍ରତିନିଧି ନିଜ ଜୀବନକୁ ବାଜି ଲଗାଇ…
