Odia News Portal
Yearly Archives

2020

ଶିଶୁ ନିଖୋଜ ମାମଲାରେ ଯୋଡି ହେଲା ନୂଆ ନାଁ…କୂଅ ରୁ ମିଳିଲା କାଳିଆ

ରାଜ୍ୟରେ ଶିଶୁ ମୃତ୍ୟୁ ଘଟଣା ଏବେ ସାରା ରାଜ୍ୟରେ ଚାଞ୍ଚଲ୍ୟ ଖେଲାଇଛି |ପ୍ରଥମେ ପରୀ,ତାପରେ ସ୍ଵାତି ଆଉ ଏବେ ୩ ବର୍ଷର ନିଖୋଜ ପୁଅ କାଳିଆର ମୃତଦେହ ଆଜି ଉଦ୍ଧାର ହୋଇଛି | ଘଟଣା ଘଟିଛି ଢେଙ୍କାନାଳ ନିହଲପ୍ରସାଦ ଥାନା ଅନ୍ତର୍ଗତ ଖଙ୍କିରା ଗାଁରେ | ଗାଁର ଚନ୍ଦନ ସାହୁଙ୍କ ୩ ବର୍ଷର ନିଖୋଜ

ଭାରତ-ଅଷ୍ଟ୍ରେଲିଆ ଟେଷ୍ଟ ସିରିଜ୍ ଓଭର ଆରମ୍ଭରୁ ଭାରତକୁ ଜୋରଦାର ଝଟକା

ଆଜିଠାରୁ ଭାରତ-ଅଷ୍ଟ୍ରେଲିଆ ଟେଷ୍ଟ ସିରିଜ୍ ଆରମ୍ଭ ହୋଇଯାଇଛି। ଆଡିଲେଡ୍‌ରେ ପିଙ୍କ୍ ବଲରେ ଖେଳାଯାଉଛି ଆଜିର ପ୍ରଥମ ମ୍ୟାଚ୍ । ମ୍ୟାଚ୍ ପୂର୍ବରୁ ଟସ୍ ଜିତିଛି ଭାରତ । ଭାରତୀୟ ଅଧିନାୟକ ବିରାଟ କୋହଲି ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିବା ବେଳେ ପ୍ରଥମ ଓଭରରେ ଭାରତକୁ ଲାଗିଛି ଜୋରଦାର

ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଡେ’ ନାଇଟ ଟେଷ୍ଟ ପାଇଁ ଦଳ ଘୋଷଣା

କାଲି ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବ ପ୍ରଥମ ଡେ’ ନାଇଟ ଟେଷ୍ଟ । ଏହି ଡେ’ ନାଇଟ ଟେଷ୍ଟ ପାଇଁ ଟିମ ଇଣ୍ଡିଆର ୧୧ ଜଣିଆ ଦଳ ଘୋଷଣା ହୋଇସାରିଛି । ପ୍ରଥମ ଦିନିକିଆ ମ୍ୟାଚ ପାଇଁ ଭାରତୀୟ ଅଧିନାୟକ ବିରାଟ କୋହଲି ଏବଂ ତାଙ୍କ ଦଳ ଅଷ୍ଟ୍ରେଲିଆ କ୍ରିକେଟରଙ୍କୁ ପିଙ୍କ୍ ବଲ ଚ୍ୟାଲେଞ୍ଜ ଦେବେ ।

ରାଜ୍ୟରେ ମେଡିକାଲ କଲେଜ ପ୍ରତିଷ୍ଠା ନେଇ ରାଜ୍ୟ ସରକାରଙ୍କୁ ଲେଖାଶ୍ରୀଙ୍କ ଟାର୍ଗେଟ୍

ଯାଜପୁର ଓ ପୁରୀରେ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାରଙ୍କ ଘୋଷଣା ପରେ ରାଜ୍ୟ ସରକାରଙ୍କୁ ଲେଖାଶ୍ରୀଙ୍କ ଟାର୍ଗେଟ୍। କେନ୍ଦ୍ରୀୟ ଅନୁଦାନ ପ୍ରସଙ୍ଗକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବିଜେପି ସାଧାରଣ ସମ୍ପାଦକ ଲେଖାଶ୍ରୀ ସାମନ୍ତସିଂହାର।ବିଜେପି କହିଛି, ଏ ନେଇ

ଫେସବୁକ୍ ଲାଇଭ ଭିଡିଓରେ ନିଦ ବଟିକା ଖାଇ ଆତ୍ମହତ୍ୟା ଉଦ୍ୟମ କଲେ ବିଦ୍ୟାଶ୍ରୀ

ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ପତ୍ନୀ ବିଦ୍ୟାଶ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ। ନିଦ ବଟିକା ଖାଇ ବିଦ୍ୟାଶ୍ରୀ ଆତ୍ମହତ୍ୟା ଉଦ୍ୟମ କରିଥିବା ସୂଚନା ମିଳିଛି। ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ଼ମେଡିକାଲ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।ଫେସବୁକ ପେଜରେ ଲାଇଭ ଭିଡିଓ କରି ଆତ୍ମହତ୍ୟା

ପରୀ ହତ୍ୟା ମାମଲାରେ ଫିଟୁଛି ଗୁମର,ହତ୍ୟାକାଣ୍ଡର ଅଭିଯୁକ୍ତ ଚିହ୍ନଟ

ନୟାଗଡ଼ର କୁନି ଝିଅ ପରୀ ହତ୍ୟା ମାମଲାରେ ସାମ୍ନାକୁ ଆସୁଛି ଗୋଟିଏ ପରେ ଗୋଟିଏ ଚାଞ୍ଚଲ୍ୟକର ତଥ୍ୟ। ଆଜି କ୍ରାଇମବ୍ରାଞ୍ଚ ଏସଆଇଟି ପକ୍ଷରୁ ହାଇକୋର୍ଟରେ ରିପୋର୍ଟ ଦାଖଲ ହେବ ପରେ ଫିଟୁଛି ପରି ହତ୍ୟାକାଣ୍ଡର ଗୁମର। ହତ୍ୟାକାଣ୍ଡ ଘଟଣାର ୪ ମାସ ପରେ ଏସ୍‌ଆଇଟି ହାତରେ ଲାଗିଛି ଠୋସ୍ ସୁରାକ୍।

ବାତ୍ୟା କ୍ଷତିଗ୍ରସ୍ତଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରିବାକୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି ।ଫନି ପ୍ରଭାବିତଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା । ୧୪ ଫନି

‘ପରୀ’ ହତ୍ୟା ମାମଲାରେ ହାଇକୋର୍ଟରେ ଷ୍ଟାଟସ ରିପୋର୍ଟ ଦାଖଲ

ନୟାଗଡର କୁନିଝିଅ ପରୀ ହତ୍ୟା ମାମାଲାରେ ହାଇକୋର୍ଟରେ ଆଜି ଶୁଣାଣି ହୋଇଛି । ଘଟଣାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଏସଆଇଟି ଆଜି ହାଇକୋର୍ଟରେ ପରୀ ମୃତ୍ୟୁ ମାମଲାର ତଦନ୍ତ କେତେ ବାଟ ଆଗେଇଛି ସେ ନେଇ ଏକ ଷ୍ଟାଟସ୍ ରିପୋର୍ଟ ଦାଖଲ କରିଛି। ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ୨୪ ତାରିଖରେ…

ରାଜ୍ୟରେ ବଢିବାରେ ଲାଗିଛି କରୋନା ସ୍ଥିତି ଜଣେ ମହିଳାଙ୍କ ସମେତ ଆଖି ବୁଜିଲେ ୫ କରୋନା ଆକ୍ରାନ୍ତ

ରାଜ୍ୟରେ କରୋନା ନେଇଛି ଆଉ ୫ ଜଣଙ୍କ ମୁଣ୍ଡ । ଗତ ୨୪ ଘଣ୍ଟା ମଧ୍ୟରେ ୪୦୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି |ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୨୦କୁ…

ରାଜ୍ୟରେ ପୁଣି ଉପରମୁହାଁ କରୋନା ସ୍ଥିତି ଗତ ୨୪ ଘଣ୍ଟାରେ ୨୬ ଜିଲ୍ଲାରୁ ୪୦୭ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ରାଜ୍ୟରେ ଗତକାଲି ୩୦୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ପୁଣି ଉପରମୁହାଁ ହୋଇଛି କରୋନା ସ୍ଥିତି | ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୪୭୯୬ରେ ପହଞ୍ଚିଛି ।ଏନେଇ ରାଜ୍ୟ ସୂଚନା…