ଆଜି ୨୫ଟି ଜିଲ୍ଲାରୁ ୭୩୬ ଜଣ ନୂଆ ଆକ୍ରାନ୍ତ
ଭୁବନେଶ୍ୱର : ସାଂଘାତିକ ହେଲାଣି କରୋନା ସ୍ଥିତି ।ଦିନକୁ ଦିନ ହାତରୁ ଖସୁଛି। ଆକ୍ରାନ୍ତ ସଂଖ୍ୟା ମଧ୍ୟ ସବୁଦିନ ଲମ୍ବଡିଆଁ ମାରୁଛି। ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ହେବା ସହ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଆଜି ରାଜ୍ୟରେ ୨୫ଟି ଜିଲ୍ଲାରୁ ୭୩୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ…
