ଆଉ ୨ ମୁଣ୍ଡ ନେଲା କରୋନା, ଜାଣନ୍ତୁ ମୃତକଙ୍କ ତଥ୍ୟ
ଭୁବନେଶ୍ୱର() ଆଜି ରାଜ୍ୟରେ ୪୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୨ ଜଣଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଗଞ୍ଜାମ ଜିଲ୍ଲାରେ ୨ ଜଣଙ୍କର ଜୀବନ ନେଇଛି କରୋନା ମହାମାରୀ । ଦୁଇ ଜଣ ପୁରୁଷ ହୋଇଥିବା…
