ଏକତା ହିଁ ବଳ : ନିଜ ପାଇଁ ନିଜେ ବ୍ରିଜ ତିଆରି କଲେ ଗାଁ ଲୋକେ
ରାଇରଙ୍ଗପୁର : ସରକାର ଖଣି ଅଞ୍ଚଳର ବିକାଶ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି । କିନ୍ତୁ ଆଜି ବି ଗମନାଗମନ ଭଳି ମୌଳିକ ସୁବିଧାରୁ ବଞ୍ଚିତ ରାଜ୍ୟକୁ ମୋଟା ଅଙ୍କର ରାଜସ୍ୱ ଦେଉଥିବା ଅଞ୍ଚଳ । ବାରମ୍ବାର ପ୍ରଶାସନକୁ ଗୁହାରୀ କରି ବିଫଳ ହେବାପରେ ପ୍ରଶାସନ ଓ ଜନପ୍ରତିନିଧିଙ୍କ ଉପରେ…
