ରାଜ୍ୟରେ ଆଜି ସର୍ବାଧିକ ୬୦୯ କରୋନା ସୁସ୍ଥ
ଭୁବନେଶ୍ୱର : ରାଜ୍ୟରେ ଆଜି ସର୍ବାଧିକ ୬୦୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ମିଳିଛି। ତେବେ ଗଞ୍ଜାମରୁ ସର୍ବାଧିକ ୨୬୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୩୫, ଖୋର୍ଦ୍ଧାରୁ ୩୭, କଟକରୁ ୩୨, ବାଲେଶ୍ଵରରୁ ୨୫,…
