୨୪ ଘଣ୍ଟାରେ ୨୮ ହଜାର ୪୯୮ ନୂଆ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ() ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୨୩ ହଜାର ୭୨୭କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୫୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୨୮ ହଜାର ୪୯୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬ ହଜାର ୭୫୨କୁ ବୃଦ୍ଧି ପାଇଛି ।…
