Odia News Portal
Yearly Archives

2020

ଆଜି ପୁଣି ସୁସ୍ଥ ହେଲେ ୩୮୮ କରୋନା ଆକ୍ରାନ୍ତ

ଭୁବନେଶ୍ଵର : ୩୮୮ କରୋନା ଆକ୍ରାନ୍ତ ସୁସ୍ଥ । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ମିଳିଛି। ରାଜ୍ୟରେ ଆଜି ୩୮୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୧୮୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୩୭, କେନ୍ଦୁଝରରୁ ୩୧, ଯାଜପୁରରୁ ୨୭…

ମୋ ନାନୀ ସାଇକୋ

ଭୁବନେଶ୍ୱର()ସମଲିଙ୍ଗୀ ସମ୍ପର୍କକୁ ନେଇ ନିଜ ବଡ଼ ଭଉଣୀ ସରସ୍ୱତୀ ଚାନ୍ଦଙ୍କୁ ଦାୟୀ କରିଛନ୍ତି ଦୂତୀ । ଏଭଳି କି ସେ କହିଛନ୍ତି ତାଙ୍କ ବଡ଼ ଭଉଣୀ ଜଣେ ସାଇକୋ । ତାଙ୍କ ବଡ଼ ଭଉଣୀ ସମଲିଙ୍ଗୀ ସମ୍ପର୍କରେ ଅଛନ୍ତି । ତାଙ୍କ ବଡ଼ ଭଉଣୀ ଚାହୁଁଛନ୍ତି ମୁଁ ସେହି ଝିଅକୁ ମୋ ପାଖରେ ରଖେ । ଏଭଳି…

୧୪ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର() ୧୪ ଜିଲ୍ଲାକୁ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପରାମର୍ଶ । ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, କଟକ, କନ୍ଧମାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ ଢ଼େଙ୍କାନାଳ ଭଳି ଜିଲ୍ଳା ଗୁଡ଼ିକରେ…

ରାଜଧାନୀରେ କରୋନା ସ୍ଥିତି ନେଇ ସୂଚନା ଦେଲେ ବିଏମସି କମିଶନର

ଭୁବନେଶ୍ବର()   ଭୁବନେଶ୍ୱରରେ କୋଭିଡ ସ୍ଥିତି ନେଇ ଆଜି ସୂଚନା ଦେଇଛନ୍ତି ରାଜ୍ୟ ସରକାର । ବିଏମସି କମିଶନର କହିଛନ୍ତି ଯେ, ହଟସ୍ପଟ ଜିଲ୍ଲାରୁ ଭୁବନେଶ୍ୱରକୁ ଲୋକ ଆସୁଛନ୍ତି, ଫଳରେ ଭୁବନେଶ୍ୱରରେ ପଜିଟିଭଙ୍କ ସଂଖ୍ୟା ବଢୁଛି । ଏହାକୁ ଧ୍ୟାନର ସହ ମନିଟର କରାଯାଉଛି । ଏନେଇ ମାସ୍କ…

୩ୟ ପର୍ଯ୍ୟାୟ କୋଭିଡ ଟେଷ୍ଟ ଆରମ୍ଭ

ପୁରୀ() ଶେଷ ହୋଇଛି ରଥଯାତ୍ରା । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ  ଦେଇଛନ୍ତି ଯେ କିଭଳି ଭାବେ  ସମ୍ପନ୍ନ ହୋଇଛି ସେ ନେଇ ରାଜ୍ୟ ସରକାର ସର୍ବୋଚ୍ଚ ନ୍ୟାୟାଳୟଙ୍କୁ ରିପୋର୍ଟ ପ୍ରଦାନ କରିବେ । ଏଥିପାଇଁ ପୁଣି ଥରେ ରଥଯାତ୍ରାରେ ନିୟୋଜିତ ହୋଇଥିବା ସେବାୟତମାନଙ୍କର କୋଭିଡ ଟେଷ୍ଟ ଆରମ୍ଭ ହୋଇଛି…

ଅଗଷ୍ଟ ୮ରେ ମହାନଦୀ ଶୁଣାଣି

ଭୁବନେଶ୍ୱର() ଆସନ୍ତା ଅଗଷ୍ଟ ୮ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବାକୁ ଦିନ ଧାର୍ୟ୍ୟ କରାଯାଇଛି । ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ମହାନଦୀ ଟ୍ରିବୁ୍ୟନାଲରେ ମାମଲାର ଶୁଣାଣି କରାଯାଇଥିଲା । ତେବେ ଏହି ଅବସରରେ ମହାନଦୀ ଜଳ ବିବାଦ ନେଇ…

ଭୁବନେଶ୍ବରରୁ ୩୮ ପଜିଟିଭ, ୧୨ ଲୋକାଲ କେସ

ଭୁବନେଶ୍ୱର() ରାଜ୍ୟର ଗଞ୍ଜାମରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ କରୋନାରୁ ବାଦ୍ ପଡିନି ଭୁବନେଶ୍ୱର । ଆଜି ଭୁବନେଶ୍ୱରରେ ପୁଣି ୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୩୮ ପଜିଟିଭଙ୍କ ମଧ୍ୟରୁ ୧୨ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଭୁବନେଶ୍ବରରେ…

ନୀଳଗିରି ଓ ସାଲେପୁର ବିଧାୟକଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର()  ସାରା ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢିଚାଲିଛି । ଆଜି ୫୭୦ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ଜୀବନ ନେଇଛି କରୋନା । ଏହାର କବଜାରୁ ବର୍ତ୍ତିନାହାନ୍ତି ରାଜ୍ୟର ବିଧାୟକ ।  କରୋନାରେ ଆକ୍ରାନ୍ତ ହୋଇଥିବା ନୀଳଗିରି ବିଧାୟକ ସୁକାନ୍ତ କୁମାର ନାୟକ ଓ ସାଲେପୁର ବିଧାୟକ…

୨୪ ଘଣ୍ଟାରେ ୨୭ ହଜାର ୧୧୪ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ() ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୨୨ ହଜାର ୧୨୩କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୧୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୨୭ ହଜାର ୧୧୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।…

ଭୁବନେଶ୍ୱରରେ ସେରୋ ସର୍ଭିଲାନ୍ସ ସର୍ଭେ ଆରମ୍ଭ

ଭୁବନେଶ୍ୱର() କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ରାଜଧାନୀ ଭୁବନେଶ୍ୱରରେ ବି ସମ ଅବସ୍ଥା । ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ସତ୍ତ୍ୱେ ଏଠାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାର ନାଁ ନେଉନାହିଁ…