Odia News Portal
Yearly Archives

2020

ବିଜେପିର ମଣ୍ଡଳ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ଖୋର୍ଦ୍ଧା : ଗଡ଼ମାଣତୀରର ମା’ରାମଚଣ୍ଡୀଙ୍କ ପୀଠରେ ଭାରତୀୟ ଜନତା ପାର୍ଟିର ଦକ୍ଷିଣ ବେଗୁନିଆ ମଣ୍ଡଳ ପକ୍ଷରୁ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି । ଦକ୍ଷିଣ ବେଗୁନିଆ ମଣ୍ଡଳ ସଭାପତି ଯଜେ୍ଞଶ୍ୱର ସୁନ୍ଦରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପ୍ରଶିକ୍ଷଣ ଶିବିରରେ ମୁଖ୍ୟ ଅତିଥି ଭାବେ ଯୋଗ…

ଭୁବନେଶ୍ୱର ମିଡିଆ ସ୍ପୋର୍ଟସ କ୍ଲବ ଗଠିତ

ଭୁବନେଶ୍ୱର : କ୍ରୀଡା ଆମୋଦ ପ୍ରମୋଦ ପ୍ରଦାନ କରିବା ସହିତ ବନ୍ଧୁତ୍ୱ ସ୍ଥାପନ କରିବାରେ ପ୍ରମୁଖ ଭୂମିକା ନିହାଯାଇଥାଏ। ଦେଶ ଦେଶ, ରାଜ୍ୟ ରାଜ୍ୟ , ଜାତି ,ବର୍ଣ୍ଣ, ଧର୍ମ ନିର୍ବିଶେଷରେ ସମସ୍ତଙ୍କୁ ଭାଇଚାରାର ବନ୍ଧନରେ ବାନ୍ଧି ରଖେ। ମଣିଷର କ୍ଲାନ୍ତ, ଦୁଃଖ, ଆବସାଦ ମେଣ୍ଟାଇବା କ୍ଷେତ୍ରରେ…

ଦୁଇ ସପ୍ତାହ ତଦନ୍ତ ଭିତରେ ସବୁ ହେବ ସ୍ପଷ୍ଟ

ଭୁବନେଶ୍ବର () ‘ପରୀ’ ମୃତ୍ୟୁ ଘଟଣାରେ ତଦନ୍ତ କରୁଛି ଏସଆଇଟି । ଆଉ ୨ ସପ୍ତାହ ସମୟ ଦିଅ କହିଲେ ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରା । ସେ କହିଛନ୍ତି ଏସ୍‌ଆଇଟି ଗଠନକୁ ମାତ୍ର ୪ରୁ ୫ ଦିନ ହୋଇଛି । ମୋ ଉପରେ ସମସ୍ତଙ୍କ ଭରସା ଅଛି । ଡିଜି ମୋତେ ଦାୟିତ୍ବ ଦେଇଛନ୍ତି । ଆମ ଟିମ୍ ଆଗକୁ ବଢୁଛି ।…

ବାଇକ ପଛରେ ବସିଥିବା ଲୋକ ହେଲମେଟ ନପିନ୍ଧିଲେ ବାତିଲ ହେବ ଲାଇସେନ୍ସ

ଭୁବନେଶ୍ୱର() ପ୍ରଥମେ ବାଇକ ଚାଳକ ହେଲମେଟ ନପିନ୍ଧିଲେ ଡ୍ରାଇଭିଂ ଲାଇସେନ୍ସ ବାତିଲ  କରାଯିବ ବୋଲି କୁହାଯାଇଥିଲା । ତେବେ ଏବେ  ଆଉ ଏକ ବଡ଼ ଖବର ସାମାନାକୁ ଆସିଛି । ତାହା ହେଲା ଏଣିକି ବାଇକ ପଛରେ ବସିଥିବା ଲୋକ ବି ହେଲେମେଟ ପିନ୍ଧିବା ଜରୁରୀ । କାରଣ ପଛରେ ବସିଥିବା ଲୋକ ହେଲମେଟ…

ପୁଅ ବାହାଘର ପାଇଁ ୧୦ କୋଟି

ଭୁବନେଶ୍ୱର() ବେଆଇନ ଅର୍ଥ କାରବାର ଓ ଠକେଇ ମାମଲାରେ ଗିରଫ ହୋଇଥିବା ପୂର୍ବତନ ଆଇଏଫଏସ ଅଫିସର ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶ ପାଠକଙ୍କୁ ଭିଜିଲାନ୍ସ ଏସଆଇଟି ୩ ଦିନିଆ ରିମାଣ୍ଡରେ ନେଇଥିଲା । ତେବେ ଏହି ରିମାଣ୍ଡ ସମୟରେ ଜେରାରୁ ବହୁତ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମିଳିଛି । ସୂଚନା…

ପରୀ ହତ୍ୟାକାରୀକୁ ଧରାଇଦେଲେ ମିଳିବ ଲକ୍ଷେ

ନୟାଗଡ () ପରୀ ହତ୍ୟାକାରୀକୁ ଧରାଇଦେଲେ ମିଳିବ ଲକ୍ଷେ ଟଙ୍କା । ହତ୍ୟାକାରୀଙ୍କ ସୂଚନା ଦେଲେ ଲକ୍ଷେ ଟଙ୍କାର ପୁରସ୍କାର ମିଳିବ । ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରା ଗ୍ରାମବାସୀଙ୍କ ସହ ବୈଠକ କରିବା ପରେ ଏହି ଅର୍ଥ ରାଶି ଘୋଷଣା କରିଛନ୍ତି । ଏ ନେଇ ଯଦୁପୁର ଗାଁ ସଭାପତି ଜୟକୃଷ୍ଣ ପରିଡା ସୂଚନା…

୨୨ରେ ପଞ୍ଚାୟତ ଉପନିର୍ବାଚନ

ଭୁବନେଶ୍ୱର()  ଆସନ୍ତା ଡିସେମ୍ବର ୨୨ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ହେବ ପଞ୍ଚାୟତ ଉପନିର୍ବାଚନ । ପଞ୍ଚାୟତ ଉପ ନିର୍ବାଚନ ସହ କଟକ ସଦର ବ୍ଲକର ଗୋଟିଏ ଜିଲ୍ଲା ପରିଷଦ ସଭ୍ୟ ଆସନ, ବଲାଙ୍ଗିର ଜିଲ୍ଲାର ଗୋଟିଏ ଜିଲ୍ଲା ପରିଷଦ ସଭ୍ୟ ପଦବି ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବ।…

ଜାନୁଆରୀ ୧୫ରେ ନୂଆ ତାଲିକା

ଭୁବନେଶ୍ୱର() ଜାନୁଆରୀ ୧୫ରେ ପ୍ରକାଶ ପାଇବ ୨୦୨୧ ପାଇଁ ନୂଆ ଭୋଟର ତାଲିକା । ଭୋଟ ପରିଚୟ ପତ୍ର ସଂଶୋଧନକୁ ନେଇ ଆୟାଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ ।  ସେ କହିଛନ୍ତି ଯେ, ‘ ଲୋକମାନେ ଭୋଟ…

ସମ୍ପ୍ରସାରିତ ହେବ ଏସସିବିର ୨ ବିଭାଗ

ଭୁବନେଶ୍ୱର() ଏସସିବି ମେଡିକାଲର ଦୁଇଟି ବିଭାଗକୁ ସମ୍ପ୍ରସାରିତ ନେଇ ସରକାରଙ୍କ ତରଫରୁ ଯୋଜନା ପ୍ରସ୍ତୁତ ହୋଇଛି । ଏହି ସମ୍ପ୍ରସାରଣ କାର୍ଯ୍ୟ ୨୦୨୩ ମସିହା ଡିସେମ୍ବର ମାସ ସୁଦ୍ଧା ସମାପ୍ତ କରିବା ପାଇଁ ନିଷ୍ପତ୍ତି ହୋଇଛି । କେନ୍ଦ୍ରାଞ୍ଚଳ ଆରଡିସିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି…

କିଛି ସପ୍ତାହ ପରେ କରୋନା ଟିକା

ନୂଆଦିଲ୍ଲୀ()  ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିବାକୁ ଯାଉଛି । ସମଗ୍ର ମାନବ ଜାତି ପାଇଁ ବିପଦ ସାଜିଥିବା କରୋନା ଭାଇରସର ଟିକା ଆଉ କିଛି ସପ୍ତାହ ପରେ ଆସିଯିବ । ଏନେଇ ସର୍ବଦଳୀୟ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି । ଟିକା ନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ମିଳିତ ଭାବେ…