ସଂଯମ ଓ ଶୃଙ୍ଖଳାପାଇଁ ମୁଖ୍ୟମନ୍ତ୍ରୀଙ୍କ ଅପିଲ୍
ଭୁବନେଶ୍ୱର () ଚଳିତବର୍ଷ ମହାପ୍ରଭୁଙ୍କ ରଥଯାତ୍ରା ଇତିହାସ ରଚିଛି । ବିନା ଭକ୍ତରେ ମହାପ୍ରଭୁଙ୍କ ରଥଯାତ୍ରାର ସମସ୍ତ ନୀତି ସୁରୁଖୁରୁରେ ଶେଷ ହୋଇଛି । ଏଥିପାଇଁ ସେବାୟତ ବନ୍ଧୁମାନଙ୍କୁ, ଶ୍ରୀମନ୍ଦିର ଓ ଜିଲ୍ଲା ପ୍ରଶାସନ, ପୋଲିସ, ସ୍ବାସ୍ଥ୍ୟ ବିଭାଗ, ସୂଚନା ଓ ଲୋକ ସମ୍ପର୍କ ବିଭାଗ ସହିତ…
