ପହଣ୍ଡି ପରେ ଛେରା ପହଁରା ନୀତି ଆରମ୍ଭ
ପୁରୀ() ଆଜି ପବିତ୍ର ବାହୁଡ଼ା ଯାତ୍ରା। ଜନ୍ମବେଦୀ ଛାଡ଼ି ରତ୍ନବେଦୀ ଅଭିମୁଖେ ବାହୁଡ଼ିବେ ମହାପ୍ରଭୁ। ଶ୍ରୀଜିଉମାନଙ୍କୁ ନେବା ପାଇଁ ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ସମ୍ମୁଖରେ ଅପେକ୍ଷା କରିଛନ୍ତି ତିନି ରଥ। ଗୁଣ୍ଡିଚା ଯାତ୍ରା ଭଳି ବାହୁଡ଼ା ଯାତ୍ରା ବି ବିନା ଭକ୍ତରେ ସମାପନ ହେବ।…
