Odia News Portal
Yearly Archives

2020

ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର() ଆସନ୍ତା ଦୁଇ ଦିନ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।। ଘଡ଼ଘଡ଼ି ବିଜୁଳି ସହ ଉତ୍ତର ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଏଥିପାଇଁ କେନ୍ଦ୍ର ପକ୍ଷରୁ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି…

ରାଜ୍ୟରେ କରୋନା ନେଲା ଆଉ ଜଣଙ୍କ ଜୀବନ

ଭୁବନେଶ୍ବର() ଆଜି ପୁଣି ୧୭୦ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଖବର ସାମ୍ନାକୁ ଆସିଛି। ମୃତକ ଜଣ ଗଞ୍ଜାମ ଜିଲ୍ଲାର ୬୮ ବର୍ଷିୟ ହୋଇଥିବ ସୂଚନା ମଳିଛି। ଗଞ୍ଜାମ ଜିଲ୍ଲାରେ ମୃତ୍ୟ ସଂଖ୍ୟା ୯ କୁ ବଦ୍ଧି ପାଇଥିବା ବେଳେ ବର୍ତ୍ତମାନ ରାଜ୍ୟରେ…

ରାଜ୍ୟରେ ଆଉ ୧୭୦ କରୋନା ପଜିଟିଭ, ୨୭ ଲୋକାଲ କେସ

ଭୁବନେଶ୍ୱର()ରାଜ୍ୟରେ ଆଉ ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୩୫୦କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ୧୭୦ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୪୩ ଓ ସ୍ଥାନୀୟ ଅଞ୍ଚଳରୁ ୨୭ ଜଣ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ସର୍ବାଧିôକ…

ନିଶା ବେପାରୀ ଓ ନିଶାଡିଙ୍କ ଉତ୍ପାତରେ ରାଜଧାନୀବାସୀ ଅତିଷ୍ଠ

ଭୁବନେଶ୍ୱର : ରାଜଧାନୀ ଏବେ ଧିରେ ଧିରେ ନିଶା ବେପାରୀ ଓ ନିଶାଡିଙ୍କ କବଳକୁ ଚାଲିଯାଉଛି । ଗତ କିଛିଦିନର ଚୋରି, ଡକାୟତି, ରାହାଜାନୀ, ଛିନ୍‍ତାଇ ଓ ନିଶା ସାମଗ୍ରୀ ଜବତରୁ ଏହା ଜଳ ଜଳ ହୋଇ ଦିଶୁଛି । ଗୋଟିଏ ପଟେ କରୋନା ମହାମାରୀ ଭୟରେ ଲୋକ ଛାନିଆରେ ଥିବାବେଳେ ଅନ୍ୟପଟେ ନିଶାଡି ଓ…

ବିଷ ପିଇ ମା ସହିତ ଦୁଇ ପୁଅଙ୍କର ଆତ୍ମହତ୍ୟା

ବରଗଡ : ବରଗଡ ଜିଲ୍ଲାର ଚାରାପାଲି ଗ୍ରାମରେ ପାରିବାରିକ କଳହକୁ କେନ୍ଦ୍ରକରି ବିଷ ପିଇ ଗୋଟିଏ ପରିବାର ୩ ମୃତ।ଏପରି ଅଭାବନୀୟ ଘଟଣା ଘଟିଛି ବରଗଡ଼ ସଦର ଥାନା ଅନ୍ତର୍ଗତ ଖୁଣ୍ଟପାଲି ପଞ୍ଚାୟତ ଚାରପାଲି ଗ୍ରାମରେ । ମୃତ ତିନି ଜଣ ଗୋଟେ ଘରର ମାଁ ଓ ଦୁଇ ପୁଅ ହୋଇଥିବା ବୋଲି ଜଣାପଡିଛି।…

ଆଜି ପବିତ୍ର ହେରାପଞ୍ଚମୀ

ପୁରୀ: ଆଜି ପବିତ୍ର ହେରାପଞ୍ଚମୀ । ମହାପ୍ରଭୁ ଜଗନ୍ନାଥଙ୍କ ରଥ ଭାଙ୍ଗିବେ ଅଭିମାନୀ ମା’ ଲକ୍ଷ୍ମୀ ଠାକୁରାଣୀ । ମହାପ୍ରଭୁ ଶ୍ରୀଜଗନ୍ନାଥ ନବଦିନାତ୍ମକ ଘୋଷଯାତ୍ରାରେ ନିଜ ପ୍ରାଣପ୍ରିୟା ପତ୍ନୀ ମା ଲକ୍ଷ୍ମୀଙ୍କୁ ଛାଡ଼ି ଜନ୍ମବେଦୀଙ୍କୁ ଆସିଛନ୍ତି । ଏଥିପାଇଁ ମା’ ଠାକୁରାଣାୀ ମହାପ୍ରଭୁଙ୍କ…

ଆଜି ଆପଣଙ୍କ ରାଶି କଣ କହୁଛି ଆସନ୍ତୁ ଜାଣିବା

ମେଷ ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ର ବିଭିନ୍ନ କାରଣକୁ ନେଇ ମାନସିକ ଅସ୍ଥିରତା ଲାଗି ରହିବ। ଅବଶ୍ୟ ଅଟକି ରହିଥିବା କାମଗୁଡିକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ। ଜଳ, ତୈଳ କିମ୍ବା ବିଦ୍ୟୁତ୍‌ ବ୍ୟବସାୟରୁ ଲାଭବାନ ହେବେ। ଆଜି ଅଫିସ୍‌ରୁ ଫେରିବା ବାଟରେ ବନ୍ଧୁଙ୍କଠାରୁ ଅର୍ଥ…

କାମୁକ ରାକ୍ଷସ ପାଲଟିଗଲା ଜେଜେବାପା

ଆଗ୍ରା : ତାଜ ନଗରୀ ଆଗ୍ରାରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ଭଳି ମାମଲା ସାମନାକୁ ଆସିଛି। ମଲପୁରାରେ ଏକ ହୃଦୟବିଦାରକ ଘଟଣା ସମସ୍ତଙ୍କୁ ସ୍ତବ୍ଧ କରି ଦେଇଛି। ଏଠାରେ ଜଣେ ନାବାଳିକାଙ୍କୁ ତାଙ୍କ ସମ୍ପର୍କୀୟ ଜେଜେବାପା ଦୁଷ୍କର୍ମ କରିଛି। ମଲପୁରା ଅଞ୍ଚଳରେ କିଶୋରୀଙ୍କୁ ଦୁଷ୍କର୍ମ ପରେ…

ଏହି ବୋଲରଙ୍କ ପତ୍ନୀ ହସିନ ସୋସିଆଲ୍ ମିଡିଆରେ ଲଗାଇଲେ ନିଆଁ

ମୁମ୍ବାଇ : ଭାରତୀୟ କ୍ରିକେଟ ଟିମର ବୋଲର ମହମ୍ମଦ ଶମିଙ୍କ ପତ୍ନୀ ହସିନ ଜହାଁ ସୋସିଆଲ୍ ମିଡିଆରେ ଖୁବ୍ ଆକ୍ଟିଭ ଥାଆନ୍ତି। ଏଠାରେ ସେ ନିଜ ଫ୍ୟାନଙ୍କ ପାଇଁ ନୂଆ ନୂଆ ଭିଡିଓ ସେୟାର କରି ମନୋରଞ୍ଜନ କରିଥାନ୍ତି। ସେ ନିଜ ଫଟୋ ସେୟାର କରି ଶମ୍ମିଙ୍କୁ ଟାର୍ଗେଟ୍ କରିବାରୁ ପଛକୁ ହଟୁନାହାନ୍ତି।…

ଚଣ୍ଡିଗଡରେ ବ୍ୟାଟେରି ସ୍ୱାପିଂ ସୁବିଧା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ୱାରା ଲୋକାର୍ପିତ

ନୂଆଦିଲ୍ଲୀ/ଭୁବନେଶ୍ୱର : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀରୁ ଭିଡିଓ  କନଫରେନ୍ସିଂ ଯୋଗେ ଚଣ୍ଡିଗଡ ଠାରେ ବିଦ୍ୟୁତ ଚାଳିତ ଗାଡି ପାଇଁ ବ୍ୟାଟେରି ସ୍ୱାପିଂ ସୁବିଧା ଏବଂ  କୁଇକ୍ ଇଂଟରଚେଞ୍ଜ୍ ଷ୍ଟେସନର ଲୋକାର୍ପଣ କରିଛନ୍ତି । ଏହି ଭର୍ଚୁଆଲ ଉତ୍ସବ…