Odia News Portal
Yearly Archives

2020

ଶହୀଦଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଆର୍ଥିକ ସହାୟତା ପ୍ରଦାନ

ରାଇରଙ୍ଗପୁର() ଭାରତ ଚୀନ ଗଲୱାନ ଉପତ୍ୟକାରେ ରକ୍ତାକ୍ତ ସଂଘର୍ଷ ଘଟି ଓଡ଼ିଶାର ଦୁଇ ଜଣ ଯବାନ ବୀର ଗତି ପ୍ରାପ୍ତ ହେବା ପରେ ଦୁଇ ଶହୀଦଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଏଥିସହ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୫ ଲକ୍ଷ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ…

ପ୍ରବାସୀ ଶ୍ରମିକଙ୍କ ପାଇଁ ଗରିବ କଲ୍ୟାଣ ଯୋଜନାର ଶୁଭାରମ୍ଭ

ନୂଆଦିଲ୍ଲୀ() ପ୍ରବାସୀ ଶ୍ରମିକଙ୍କ ପାଇଁ ଗରିବ କଲ୍ୟାଣ ଯୋଜନାର ଶୁଭାରମ୍ଭ ହୋଇଛି । ଭିଡ଼ିଓ କନଫରେନ୍ସ ଜରିଆରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଗ୍ରାମାଞ୍ଚଳରେ ଜୀବିକା ଯୋଗାଇବାରେ ଏହି ଯୋଜନା ସହାୟକ ହେବ । ଓଡ଼ିଶା ସମେତ ୬ଟି ରାଜ୍ୟର ୧୧୬ ଗ୍ରାମୀଣ…

ରାଜ୍ୟରେ କରୋନା ନେଲା ଆଉ ଏକ ମୁଣ୍ଡ

ଭୁବନେଶ୍ୱର() ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ପୁରୀ ଜିଲ୍ଲାର ୬୦ ବର୍ଷ ବୟସ୍କ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ସେ ବହୁ ଦିନରୁ ଶ୍ୱାସ ଜନିତ ରୋଗରେ ପୀଡିତ ଥିଲେ । ତେବେ ରାଜ୍ୟରେ କରୋନା…

ପୁଣି ବଢ଼ିଲା ଅଶୌଧିତ ତୈଳ ଦର

ନୂଆଦିଲ୍ଲୀ()  ପୁଣି ବଢ଼ିଲା ଅଶୌଧିତ ତୈଳ ଦର । ଲଗାତାର ୧୪ ଦିନ ପାଇଁ ଭାରତୀୟ ବଜାରରେ ଦେଶର ବରିଷ୍ଠ ତୈଳ କମ୍ପାନୀ ଗୁଡିକ ପେଟ୍ରୋଲ- ଡ଼ିଜେଲ ଦରରେ ବୃଦ୍ଧି ଘଟାଇଛନ୍ତି । ଶନିବାର ଅର୍ଥାତ ଆଜି ସକାଳ ସୁଧା ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଦର ୫୧ ପଇସା ବଢି ଲିଟର ପ୍ରତି ୭୮.୮୮ ଟଙ୍କାରେ…

ଆଉ ୧୭୯ କରୋନା ଆକ୍ରାନ୍ତ ଚିହ୍ନଟ,୨୯ ଲୋକାଲ କେସ

ଭୁବନେଶ୍ୱର() ରାଜ୍ୟରେ ଆଜି ଆଉ ୧୭୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୮୫୬କୁ ବୃଦ୍ଧି ପାଇଛି । ଚିହ୍ନଟ ହୋଇଥିବା ୧୭୯ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାେରେଣ୍ଟିନ ସେଣ୍ଟରରୁ ୧୫୦ ଓ ସ୍ଥାନୀୟ ଅଞ୍ଚଳରୁ ୨୯ଜଣ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ…

ଆଜି ଶ୍ରୀମନ୍ଦିରରେ ନବଯୌବନ ଦର୍ଶନ

ପୁରୀ() ଆଜି ଶ୍ରୀମନ୍ଦିରରେ ନବଯୌବନ ଦର୍ଶନ ବା ନେତ୍ରୋତ୍ସବ । ଦୀର୍ଘ ୧୫ ଦିନ ଧରି ଅନବସରରେ ରହିବା ପରେ ଆଜି ମହାପ୍ରଭୁ ରତ୍ନସିଂହାସନରେ ଦର୍ଶନ ଦେବେ । ତେବେ କେଳବ ସେବାୟତମାନେ ଏହି ଦର୍ଶନ କରିପାରିବେ । ଆଜି ମହାପ୍ରଭୁଙ୍କ ବନକଲାଗି ତଥା ମୃଖଶିଂଖାର ନୀତି ଦତ୍ତମହାପାତ୍ର ମାନେ କରିବା…

କରୋନାଠୁ ଭୟଙ୍କର ହେଲେଣି ରାଜଧାନୀରେ ଚୋର ଓ ଲୁଟେରା

ଭୁବନେଶ୍ବର : ରାଜଧାନୀରେ କରୋନା ଠାରୁ ଭୟଙ୍କର ହେଲେଣି ଚୋର ଓ ଲୁଟେରା । ରାତିବେଳା ତ ଦୂରରକଥା ଦିନ ଦ୍ୱିପ୍ରହର ଓ ମୁହସଞ୍ଜବେଳେ ଏମାନେ ଚେନ୍‍ ମୋବାଇଲ ଲୁଟ୍‍ କରିବା ସହିତ ଘରେ ପଶିଯାଉଛନ୍ତି । କମିଶନରେଟ ପୁଲିସ୍‍ କରୋନା ମୁକାବିଲା କରୁଥିବା ଘେନି ଚିତ୍ର ଦେଉଥିବାବେଳେ ଚୋରମାନେ କିନ୍ତୁ…

ଆଜି ଆପଣଙ୍କ ରାଶି କଣ କହୁଛି ଆସନ୍ତୁ ଜାଣିବା

ମେଷ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଅପରାହ୍ନରେ ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିପାରେ। ଦ୍ୱିଜାର ଫାଇଦା ହାସଲ ମାନସରେ ମିତ୍ରମାନେ ପ୍ରଶଂସା ଗାଇ ବୁଲିବେ। ରଖିଥିବା ଅର୍ଥ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବା କାରଣରୁ ଦୁଃଖ ପ୍ରକାଶ…

ରାଜଧାନୀରୁ ଜବତ ହେଲା ୪ କେଜି ୪୮୬ ଗ୍ରାମର ବ୍ରାଉନସୁଗାର

ଭୁବନେଶ୍ବର : ଓଡିଶା  ପୋଲିସକୁ  ବଡ ସଫଳତା। ଭୁବନେଶ୍ୱର ରସୁଲଗଡ଼ ଅଞ୍ଚଳରୁ ଜବତ ହେଲା ୪ କେଜି ୪୮୬ ଗ୍ରାମର ବ୍ରାଉନସୁଗାର । ଜବତ ବ୍ରାଉନସୁଗାରର ମୂଲ୍ୟ ସାଢ଼େ ୪ କୋଟି ଟଙ୍କା ହେବ ।  ରାଜ୍ୟରେ ଏହା  ସବୁଠାରୁ ବଡ ଧରଣର ବ୍ରାଉନସୁଗାର ଜବତ ବୋଲି କୁହାଯାଉଛି।  ଘଟଣାରେ ବାଣୀବିହାର ଓ…

ଗାଙ୍ଗୁଲିଙ୍କ ଭାଉଜ ଓ ମା କରୋନା ପଜିଟିଭ୍

କୋଲକାତା : ଟିମ୍ ଇଣ୍ଡିଆର ପୂର୍ବତନ କ୍ୟାପ୍ଟେନ ତଥା ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡର ଅଧ୍ଯକ୍ଷ ସୌରଭ ଗାଙ୍ଗୁଲିଙ୍କ ଭାଉଜ ଓ ମା କରୋନା ସଂକ୍ରମିତ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଅନୁସାରେ ସୌରଭ ଗାଙ୍ଗୁଲିଙ୍କ ବଡ ଭାଇ ସ୍ନେହାଶିଶ ଗାଙ୍ଗୁଲିଙ୍କ ପତ୍ନୀ କରୋନା ପଜିଟିଭ୍…