ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ
ପୁରୀ: ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ। ସୁପ୍ରିମକୋର୍ଟଙ୍କ ରାୟ ଓ ରାଜ୍ୟ ସରକାରଙ୍କ ଦ୍ୱାରା ଏହି ନିଷ୍ପତ୍ତିକୁ ମାନିବା ପରେ ରଥଯାତ୍ରା ନୀତି ସମ୍ପର୍କରେ ଆଜି ଆଲୋଚନା କରାଯିବ। ଗଜପତି ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ବୈଠକରେ ରଥଯାତ୍ରାର…
