ଶନିବାର ବନ୍ଦେ ଉତ୍କଳ ଜନନୀ ଗାଆନ୍ତୁ
ଭୁବନେଶ୍ୱର() ଦୁଇ ମାସ ଧରି ସାରା ଦୁନିଆ ଏକ ବହୁତ ବଡ ଜଟିଳ ପରିସ୍ଥିତିର ସାମନା କରୁଛି । ବଡ ବଡ ଧନୀ ଦେଶ, ଶକ୍ତିଶାଳୀ ଦେଶରେ ବି କୋଭିଡ ଆତଙ୍କ ସୃଷ୍ଟି କରିଛି । ସେହି ଏକା ସମୟରେ ଆମ ଓଡିଶା ବି କୋଭିଡ ବିରୁଦ୍ଧରେ ତାର ଯୁଦ୍ଧ ଆରମ୍ଭ କଲା ।
କୋଭିଡରୁ ଲୋକଙ୍କୁ ରକ୍ଷା କରିବା ଏବଂ…
